ଏଫିସୀୟ 4:21 - ପବିତ୍ର ବାଇବଲ21 ମୁଁ ଜାଣେ ତୁମ୍ଭେମାନେ ତାହାଙ୍କ ବିଷୟରେ ଶୁଣିଛ। ତୁମ୍ଭେ ତାଙ୍କଠାରେ ଅଛ, ସେଥିପାଇଁ ତୁମ୍ଭକୁ ସତ୍ୟ ଶିକ୍ଷା ଦିଆଯାଇଛି। ସେହି ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତୁମ୍ଭେମାନେ ତ ତାହାଙ୍କ ବିଷୟ ଶୁଣିଅଛ, ପୁଣି ଯୀଶୁଙ୍କ ସମ୍ଵନ୍ଧୀୟ ସତ୍ୟ ଅନୁସାରେ ତାହାଙ୍କ ସହଭାଗିତାରେ ଥାଇ ଶିକ୍ଷିତ ହୋଇଅଛ, Viz kapitolaଓଡିଆ ବାଇବେଲ21 ତୁମ୍ଭେମାନେ ତ ତାହାଙ୍କ ବିଷୟ ଶୁଣିଅଛ, ପୁଣି, ଯୀଶୁଙ୍କ ସମ୍ବନ୍ଧୀୟ ସତ୍ୟ ଅନୁସାରେ ତାହାଙ୍କ ସହଭାଗିତାରେ ଥାଇ ଶିକ୍ଷିତ ହୋଇଅଛ, Viz kapitolaପବିତ୍ର ବାଇବଲ (CL) NT (BSI)21 ତୁମ୍ଭେମାନେ ନିଶ୍ଚିତଭାବେ ତାଙ୍କ ବିଷୟ ଶୁଣିଛ ଓ ତାଙ୍କର ଅନୁଗାମୀ ରୂପେ ଯୀଶୁଙ୍କ ସମ୍ପର୍କରେ ସତ୍ୟ ଶିକ୍ଷା ପାଇଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତୁମ୍ଭେମାନେ ତ ତାହାଙ୍କ ବିଷୟ ଶୁଣିଅଛ, ପୁଣି, ଯୀଶୁଙ୍କ ସମ୍ବନ୍ଧୀୟ ସତ୍ୟ ଅନୁସାରେ ତାହାଙ୍କ ସହଭାଗିତାରେ ଥାଇ ଶିକ୍ଷିତ ହୋଇଅଛ, Viz kapitola |