ଏଫିସୀୟ 4:26 - ପବିତ୍ର ବାଇବଲ26 ଯେତେବେଳେ ତୁମ୍ଭର କ୍ରୋଧ ହୁଏ, ସେତେବେଳେ ଅତି କ୍ରୋଧୀ ହୋଇ ପାପ କର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)26 କ୍ରୁଦ୍ଧ ହେଲେ ପାପ କର ନାହିଁ; ସୂର୍ଯ୍ୟଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର; Viz kapitolaଓଡିଆ ବାଇବେଲ26 କ୍ରୋଧ କର କିନ୍ତୁ ପାପ କର ନାହିଁ; ସୁର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)26 ତୁମେ କ୍ରୋଧାନ୍ୱିତ ହୋଇ ପାପ କର ନାହିଁ। ସୂର୍ଯ୍ୟାସ୍ତ ପୂର୍ବରୁ ତୁମର କ୍ରୋଧ ଶାନ୍ତ ହେଉ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 କ୍ରୋଧ କର କିନ୍ତୁ ପାପ କର ନାହିଁ; ସୂର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ। Viz kapitola |