ଏଫିସୀୟ 4:8 - ପବିତ୍ର ବାଇବଲ8 ପ୍ରତ୍ୟେକ ଲୋକ ଖ୍ରୀଷ୍ଟଙ୍କ ଇଚ୍ଛାନୁସାରେ ସେହି ଦାନ ପାଇଛନ୍ତି। ଏଥି ନିମନ୍ତେ ଶାସ୍ତ୍ର କୁହେ: “ସେ ଆକାଶର ଉଚ୍ଚକୁ ଗଲେ; ସେ ବନ୍ଦୀମାନଙ୍କୁ ନିଜ ସହିତ ନେଲେ, ଓ ସେ ଲୋକମାନଙ୍କୁ ଅନୁଗ୍ରହ ଦାନ ଦେଲ।’’ Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଥିନିମନ୍ତେ ଉକ୍ତ ଅଛି, ସେ ଊର୍ଦ୍ଧ୍ଵରେ ଆରୋହଣ କରି ବନ୍ଦୀମାନଙ୍କୁ ବନ୍ଦୀ କରି ନେଇଗଲେ, ଆଉ ମନୁଷ୍ୟ-ମାନଙ୍କୁ ନାନା ବର ଦାନ ଦେଲେ। Viz kapitolaଓଡିଆ ବାଇବେଲ8 ଏଥି ନିମନ୍ତେ ଉକ୍ତ ଅଛି, ସେ ଊର୍ଦ୍ଧ୍ୱକୁ ଆରୋହଣ କରି ବନ୍ଦୀମାନଙ୍କୁ ବନ୍ଦୀ କରି ନେଇଗଲେ, ଆଉ ମନୁଷ୍ୟମାନଙ୍କୁ ନାନା ବରଦାନ ଦେଲେ । Viz kapitolaପବିତ୍ର ବାଇବଲ (CL) NT (BSI)8 ଧର୍ମଶାସ୍ତ୍ରରେ ଏ ବିଷୟରେ ଉଲ୍ଲେଖ ଅଛି - “ଯେତେବେଳେ ସେ ଉଦ୍ଧ୍ୱର୍କୁ ଆରୋହଣ କଲେ, ତାଙ୍କ ସହିତ ଅନେକ ବନ୍ଦୀଙ୍କୁ ସେ ନେଇଗଲେ, ପୁଣି ମାନବ ଜାତିକୁ ଅନେକ ବର ଦାନ କଲେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିନିମନ୍ତେ ଉକ୍ତ ଅଛି, “ସେ ଊର୍ଦ୍ଧ୍ୱକୁ ଆରୋହଣ କରି, ବନ୍ଦୀମାନଙ୍କୁ ବନ୍ଦୀ କରି ନେଇଗଲେ, ଆଉ ମନୁଷ୍ୟମାନଙ୍କୁ ନାନା ବରଦାନ ଦେଲେ।” Viz kapitola |