ଏଫିସୀୟ 5:33 - ପବିତ୍ର ବାଇବଲ33 ଯାହା ହେଉନା କାହିଁକି, ତୁମ୍ଭ ଭିତରୁ ପ୍ରତ୍ୟେକ ଜଣ ନିଜକୁ ଭଲ ପାଇଲା ଭଳି ନିଜ ପତ୍ନୀକୁ ଭଲ ପାଇବା ଉଚିତ୍ ଓ ପ୍ରତ୍ୟେକ ପତ୍ନୀ ନିଜର ପତିକୁ ସମ୍ମାନ କରିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)33 ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମ ତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ଵାମୀକି ଭକ୍ତି କରୁ। Viz kapitolaଓଡିଆ ବାଇବେଲ33 ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ୱାମୀକୁ ଭକ୍ତି କରୁ । Viz kapitolaପବିତ୍ର ବାଇବଲ (CL) NT (BSI)33 କିନ୍ତୁ ଏହା ତୁମ୍ଭମାନଙ୍କ ପ୍ରତି ମଧ୍ୟ ପ୍ରଯୁଜ୍ୟ। ପ୍ରତ୍ୟେକ ସ୍ୱାମୀ ସ୍ତ୍ରୀକୁ ଆତ୍ମତୁଲ୍ୟ ପ୍ରେମ କରୁ ଓ ପ୍ରତ୍ୟେକ ସ୍ତ୍ରୀ ନିଜ ସ୍ୱାମୀକୁ ସମ୍ମାନ କରୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ୱାମୀକୁ ଆଦର କରୁ। Viz kapitola |