ଏଫିସୀୟ 6:10 - ପବିତ୍ର ବାଇବଲ10 ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁହେ, ପ୍ରଭୁଙ୍କଠାରେ ଓ ତାହାଙ୍କର ମହାନ ଶକ୍ତିରେ ବଳବାନ ହୁଅ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ। Viz kapitolaଓଡିଆ ବାଇବେଲ10 ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ । Viz kapitolaପବିତ୍ର ବାଇବଲ (CL) NT (BSI)10 ପରିଶେଷରେ, ପ୍ରଭୁଙ୍କ ସହିତ ସଂଯୁକ୍ତ ହୋଇ ତାଙ୍କ ମହାଶକ୍ତିରେ ଶକ୍ତିମନ୍ତ ହୁଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ। Viz kapitola |