ଏଫିସୀୟ 6:13 - ପବିତ୍ର ବାଇବଲ13 ସେଥିପାଇଁ ପରମେଶ୍ୱରଙ୍କର ସମ୍ପୂର୍ଣ୍ଣ ଯୁଦ୍ଧସାଜ ତୁମ୍ଭେମାନେ ପିନ୍ଧିବା ଆବଶ୍ୟକ ଅଟେ। ତେବେ ଯାଇ ମନ୍ଦଶକ୍ତିର ରାଜତ୍ୱ ବେଳରେ ତୁମ୍ଭେ ଦୃଢ଼ତା ସହକାରେ ପ୍ରତିରୋଧ କରି ଅଟଳ ହୋଇ ରହିପାରିବ। ପ୍ରତିରୋଧ କରିସାରିଲା ପରେ ମଧ୍ୟ ତୁମ୍ଭେ ଅଟଳ ହୋଇ ରହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଏଣୁ ତୁମ୍ଭେମାନେ ଯେପରି ଦୁର୍ଦ୍ଦିନରେ ପ୍ରତିରୋଧ କରି ସର୍ବଜୟୀ ହୋଇ ଅଟଳ ରହି ପାର, ଏଥିନିମନ୍ତେ ଈଶ୍ଵରଦତ୍ତ ସମସ୍ତ ସଜ୍ଜା ଗ୍ରହଣ କର। Viz kapitolaଓଡିଆ ବାଇବେଲ13 ଏଣୁ ତୁମ୍ଭେମାନେ ଯେପରି ଦୁର୍ଦ୍ଦିନରେ ପ୍ରତିରୋଧ କରି ସର୍ବଜୟୀ ହୋଇ ଅଟଳ ରହିପାର, ଏଥି ନିମନ୍ତେ ଈଶ୍ୱରଦତ୍ତ ସମସ୍ତ ସଜ୍ଜା ଗ୍ରହଣ କର । Viz kapitolaପବିତ୍ର ବାଇବଲ (CL) NT (BSI)13 ଅତଏବ ବର୍ତ୍ତମାନ ଈଶ୍ୱରଦତ୍ତ ଯୁଦ୍ଧସଜ୍ଜା ପରିଧାନ କର; ତା’ହେଲେ ଦୁର୍ଦ୍ଦିନ ସମୟରେ ତୁମ୍ଭେମାନେ ଶତ୍ରୁ ଆକ୍ରମଣକୁ ପ୍ରତିରୋଧ କରିପାରିବ ଓ ଶେଷ ପର୍ଯ୍ୟନ୍ତ ଯୁଦ୍ଧ କରି ସୁଦ୍ଧା ଅଟଳ ରହିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଣୁ ତୁମ୍ଭେମାନେ ଯେପରି ଦୁର୍ଦ୍ଦିନରେ ପ୍ରତିରୋଧ କରି ସର୍ବଜୟୀ ହୋଇ ଅଟଳ ରହିପାର, ଏଥିନିମନ୍ତେ ଈଶ୍ବରଦତ୍ତ ସମସ୍ତ ସଜ୍ଜା ଗ୍ରହଣ କର। Viz kapitola |