ଏଫିସୀୟ 6:22 - ପବିତ୍ର ବାଇବଲ22 ସେଥିପାଇଁ ମୁଁ ତାଙ୍କୁ ତୁମ୍ଭ ପାଖକୁ ପଠାଉଛି। ଆମ୍ଭେ କିପରି ଅଛୁ, ତାହା ତୁମ୍ଭେମାନେ ଜାଣିବା କଥା। ତୁମ୍ଭମାନଙ୍କୁ ଉତ୍ସାହ ପ୍ରଦାନ କରିବା ଉଦ୍ଦେଶ୍ୟରେ ମୁଁ ତାହାଙ୍କୁ ପଠାଉଛି। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଏହି ଉଦ୍ଦେଶ୍ୟରେ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ଵାରା ଆଶ୍ଵାସ ପ୍ରାପ୍ତ ହୁଏ। Viz kapitolaଓଡିଆ ବାଇବେଲ22 ଏହି ଉଦ୍ଦେଶ୍ୟରେ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ । Viz kapitolaପବିତ୍ର ବାଇବଲ (CL) NT (BSI)22 ଆମେ ସବୁ କିପରି ଅଛୁ, ସେ ବିଷୟ ଜଣାଇ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ପାଇଁ ମୁଁ ତାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଉଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏହି ଉଦ୍ଦେଶ୍ୟରେ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ। Viz kapitola |