ଏଫିସୀୟ 6:5 - ପବିତ୍ର ବାଇବଲ5 ହେ ଦାସମାନେ! ପୃଥିବୀରେ ତୁମ୍ଭ ମାଲିକମାନଙ୍କର ଆଜ୍ଞା, ଭୟ ଓ ସମ୍ମାନ ସହିତ, ନିଷ୍ଠାପୂର୍ଣ୍ଣ ହୃଦୟରେ ପାଳନ କର। ଯୀଶୁ ଖ୍ରୀଷ୍ଟଙ୍କ ଆଜ୍ଞା ପାଳନ କଲା ଭଳି ତୁମ୍ଭେ ଏହା କର। Viz kapitolaପବିତ୍ର ବାଇବଲ (Re-edited) - (BSI)5 ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ , Viz kapitolaଓଡିଆ ବାଇବେଲ5 ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ; Viz kapitolaପବିତ୍ର ବାଇବଲ (CL) NT (BSI)5 କ୍ରତଦାସମାନେ, ତୁମ୍ଭେମାନେ ଖ୍ରୀଷ୍ଟଙ୍କର ସେବା କରୁଛ ଭାବି ଆନ୍ତରିକଭାବେ ଭୟରେ କମ୍ପିତ ହୋଇ ଜାଗତିକ ମୁନିବମାନଙ୍କର ଆଜ୍ଞାବହ ହୁଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ; Viz kapitola |