Online Bible

- Reklamy -




ଏଷ୍ଟର 1:17 - ପବିତ୍ର ବାଇବଲ

17 କାରଣ ରାଣୀର ଏହି କର୍ମର କଥା ସକଳ ସ୍ତ୍ରୀଲୋକଙ୍କ ମଧ୍ୟରେ ବ୍ୟାପିଯିବ। ‘ଏହା କହି ସ୍ତ୍ରୀମାନେ ସେମାନଙ୍କର ସ୍ୱାମୀମାନଙ୍କୁ ଅବମାନନା କରିବେ।’ ଆଉ ଅକ୍ଷଶ୍ୱେରଶ ରାଜା ବଷ୍ଟୀରାଣୀକି ଆପଣା ନିକଟକୁ ଆଣିବାକୁ ଆଜ୍ଞା ଦେଲେ, ମାତ୍ର ସେ ଆସିଲା ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 କାରଣ ରାଣୀର ଏହି କର୍ମର କଥା ସକଳ ସ୍ତ୍ରୀଲୋକଙ୍କ ମଧ୍ୟରେ ବ୍ୟାପିଯିବ, ଆଉ ଅକ୍ଷଶ୍ଵେରଶ ରାଜା ବଷ୍ଟୀ ରାଣୀକି ଆପଣା ନିକଟକୁ ଆଣିବାକୁ ଆଜ୍ଞା ଦେଲେ, ମାତ୍ର ସେ ଆସିଲା ନାହିଁ; ଏହି ସମ୍ଵାଦ ପାଇଲେ ସେମାନଙ୍କ ସାକ୍ଷାତରେ ସେମାନଙ୍କ ସ୍ଵାମୀମାନେ ତୁଚ୍ଛନୀୟ ହେବେ।

Viz kapitola kopírovat

ଓଡିଆ ବାଇବେଲ

17 କାରଣ ରାଣୀଙ୍କ ଏହି କର୍ମର କଥା ସକଳ ସ୍ତ୍ରୀଲୋକଙ୍କ ମଧ୍ୟରେ ବ୍ୟାପିଯିବ, ଆଉ ଅକ୍ଷଶ୍ୱେରଶ ରାଜା ବଷ୍ଟୀ ରାଣୀଙ୍କୁ ଆପଣା ନିକଟକୁ ଆଣିବାକୁ ଆଜ୍ଞା ଦେଲେ, ମାତ୍ର ସେ ଆସିଲେ ନାହିଁ; ଏହି ସମ୍ବାଦ ପାଇଲେ ସେମାନଙ୍କ ସାକ୍ଷାତରେ ସେମାନଙ୍କ ସ୍ୱାମୀମାନେ ତୁଚ୍ଛନୀୟ ହେବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 କାରଣ ରାଣୀଙ୍କ ଏହି କର୍ମର କଥା ସକଳ ସ୍ତ୍ରୀଲୋକଙ୍କ ମଧ୍ୟରେ ବ୍ୟାପି ଯିବ, ‘ଆଉ ଅକ୍ଷଶ୍ୱେରଶ ରାଜା ବଷ୍ଟୀ ରାଣୀଙ୍କୁ ଆପଣା ନିକଟକୁ ଆଣିବାକୁ ଆଜ୍ଞା ଦେଲେ, ମାତ୍ର ସେ ଆସିଲେ ନାହିଁ;’ ଏହି ସମ୍ବାଦ ପାଇଲେ ସେମାନଙ୍କ ସାକ୍ଷାତରେ ସେମାନଙ୍କ ସ୍ୱାମୀମାନେ ତୁଚ୍ଛନୀୟ ହେବେ।

Viz kapitola kopírovat




ଏଷ୍ଟର 1:17

Následuj nás:

Reklamy


Reklamy