ଏଷ୍ଟର 3:12 - ପବିତ୍ର ବାଇବଲ12 ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାର ଲେଖକମାନେ ଆହୁତ ହୁଅନ୍ତେ, ହାମନ୍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜ ପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲା। ତାହା ଅକ୍ଷଶ୍ୱେରଶ ରାଜାର ନାମରେ ଲିଖିତ ଓ ରାଜାର ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାର ଲେଖକମାନେ ଆହୂତ ହୁଅନ୍ତେ, ହାମନ୍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତା-ଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲା, ତାହା ଅକ୍ଷଶ୍ଵେରଶ ରାଜାର ନାମରେ ଲିଖିତ ଓ ରାଜାର ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା । Viz kapitolaଓଡିଆ ବାଇବେଲ12 ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ହାମନ୍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତାଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲେ, ତାହା ଅକ୍ଷଶ୍ୱେରଶ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ହାମନ୍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତାଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲେ, ତାହା ଅକ୍ଷଶ୍ୱେରଶ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା। Viz kapitola |