Online Bible

- Reklamy -

ଏଷ୍ଟର 3:14 - ପବିତ୍ର ବାଇବଲ

14 ପୁଣି ସେହି ଦିନ ନିମନ୍ତେ ସମସ୍ତ ଲୋକ ଯେମିତି ପ୍ରସ୍ତୁତ ହୁଅନ୍ତି ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଆଜ୍ଞା ପ୍ରଗ୍ଭର କରିବାକୁ ଓ ଯାବତୀୟ ଲୋକଙ୍କୁ ଜଣାଇବାକୁ ସେହି ଲିଖନର ପ୍ରତିଲିପି ଦିଆଗଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ସେହି ଦିନ ନିମନ୍ତେ ସମସ୍ତ ଲୋକ ଯେପରି ପ୍ରସ୍ତୁତ ହୁଅନ୍ତି, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଆଜ୍ଞା ପ୍ରଚାର କରିବାକୁ ଓ ଯାବତୀୟ ଲୋକଙ୍କୁ ଗୋଚର କରାଇବାକୁ ସେହି ଲିଖନର ପ୍ରତିଲିପି ଦିଆଗଲା।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ସେହି ଦିନ ନିମନ୍ତେ ସମସ୍ତ ଲୋକ ଯେପରି ପ୍ରସ୍ତୁତ ହୁଅନ୍ତି, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଆଜ୍ଞା ପ୍ରଚାର କରିବାକୁ ଓ ଯାବତୀୟ ଲୋକଙ୍କୁ ଗୋଚର କରାଇବାକୁ ସେହି ଲିଖନର ପ୍ରତିଲିପି ଦିଆଗଲା।

Viz kapitola kopírovat

ଏଷ୍ଟର 3:14

Následuj nás:

Reklamy

Reklamy