ଏଷ୍ଟର 3:2 - ପବିତ୍ର ବାଇବଲ2 ତହିଁରେ ରାଜାର ଯେତେ ଦାସ ରାଜଦ୍ୱାରରେ ଥିଲେ, ସେ ସମସ୍ତେ ନତ ହୋଇ ହାମନ୍କୁ ପ୍ରଣାମ କଲେ। କାରଣ ରାଜା ତାହା ବିଷୟରେ ସେହିପରି ଆଜ୍ଞା ଦେଇଥିଲେ। ମାତ୍ର ମର୍ଦ୍ଦଖୟ ନତ ହେଲା ନାହିଁ କି ତାହାକୁ ପ୍ରଣାମ କଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ତହିଁରେ ରାଜାର ଯେତେ ଦାସ ରାଜଦ୍ଵାରରେ ଥିଲେ, ସେସମସ୍ତେ ନତ ହୋଇ ହାମନ୍କୁ ପ୍ରଣାମ କଲେ; କାରଣ ରାଜା ତାହା ବିଷୟରେ ସେରୂପ ଆଜ୍ଞା ଦେଇଥିଲା; ମାତ୍ର ମର୍ଦ୍ଦଖୟ ନତ ହେଲା ନାହିଁ କିଅବା ତାହାକୁ ପ୍ରଣାମ କଲା ନାହିଁ। Viz kapitolaଓଡିଆ ବାଇବେଲ2 ତହିଁରେ ରାଜାଙ୍କ ଯେତେ ଦାସ ରାଜଦ୍ୱାରରେ ଥିଲେ, ସେସମସ୍ତେ ନତ ହୋଇ ହାମନ୍କୁ ପ୍ରଣାମ କଲେ; କାରଣ ରାଜା ତାହା ବିଷୟରେ ସେରୂପ ଆଜ୍ଞା ଦେଇଥିଲେ; ମାତ୍ର ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ରାଜାଙ୍କ ଯେତେ ଦାସ ରାଜଦ୍ୱାରରେ ଥିଲେ, ସେସମସ୍ତେ ନତ ହୋଇ ହାମନ୍କୁ ପ୍ରଣାମ କଲେ; କାରଣ ରାଜା ତାହା ବିଷୟରେ ସେରୂପ ଆଜ୍ଞା ଦେଇଥିଲେ; ମାତ୍ର ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ। Viz kapitola |