ଏଷ୍ଟର 3:8 - ପବିତ୍ର ବାଇବଲ8 ଏହା ପରେ ହାମନ୍ ଅକ୍ଷଶ୍ୱେରଶ ରାଜାକୁ କହିଲା, “ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ଓ ପୃଥକ କୃତ ଏକ ଦେଶୀୟ ଲୋକ ଅଛନ୍ତି। ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ ସେମାନେ ମଧ୍ୟ ମହାରାଜାଙ୍କ ବ୍ୟବସ୍ଥା ମାନନ୍ତି ନାହିଁ। ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜାଙ୍କର ଉଚିତ୍ ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଅନନ୍ତର ହାମନ୍ ଅକ୍ଷଶ୍ଵେରଶ ରାଜାକୁ କହିଲା, ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ଓ ପୃଥକ୍କୃତ ଏକ ଦେଶୀୟ ଲୋକ ଅଛନ୍ତି; ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ, ମଧ୍ୟ ସେମାନେ ମହାରାଜଙ୍କ ବ୍ୟବସ୍ଥା ମାନନ୍ତି ନାହିଁ; ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜଙ୍କର ଉଚିତ ନୁହେଁ। Viz kapitolaଓଡିଆ ବାଇବେଲ8 ଏଥିଉତ୍ତାରେ ହାମନ୍ ଅକ୍ଷଶ୍ୱେରଶ ରାଜାଙ୍କୁ କହିଲେ, “ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ଓ ପୃଥକୀକୃତ ଏକ ଦେଶୀୟ ଲୋକ ଅଛନ୍ତି; ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ, ମଧ୍ୟ ସେମାନେ ମହାରାଜାଙ୍କ ବ୍ୟବସ୍ଥା ମାନନ୍ତି ନାହିଁ; ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜାଙ୍କର ଉଚିତ ନୁହେଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିଉତ୍ତାରେ ହାମନ୍ ଅକ୍ଷଶ୍ୱେରଶ ରାଜାଙ୍କୁ କହିଲେ, “ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ଓ ପୃଥକୀକୃତ ଏକ ଦେଶୀୟ ଲୋକ ଅଛନ୍ତି; ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ, ମଧ୍ୟ ସେମାନେ ମହାରାଜାଙ୍କ ବ୍ୟବସ୍ଥା ମାନନ୍ତି ନାହିଁ; ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜାଙ୍କର ଉଚିତ ନୁହେଁ। Viz kapitola |