ଏଷ୍ଟର 4:11 - ପବିତ୍ର ବାଇବଲ11 “ବିନା ରାଜା ଡାକରାରେ ପୁରୁଷ ଓ ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ ତାହାର ପ୍ରାଣଦଣ୍ତ ଦେବାର ଏକମାତ୍ର ବ୍ୟବସ୍ଥା ଅଛି। କେବଳ ଯାହା ପ୍ରତି ରାଜା ସ୍ୱର୍ଣ୍ଣମୟ ରାଜଦଣ୍ତ ବଢ଼ାନ୍ତି, ସେହି ବଞ୍ଚେ। ଏହା ରାଜାଙ୍କର ସବୁଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି। ମାତ୍ର ଗତ ତିରିଶ୍ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ବିନା ଡାକରାରେ ପୁରୁଷ କି ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ, ତାହାର ପ୍ରାଣଦଣ୍ତ ହେବାର ଏକମାତ୍ର ଆଜ୍ଞା ଅଛି, କେବଳ ଯାହା ପ୍ରତି ରାଜା ସ୍ଵର୍ଣ୍ଣମୟ ରାଜଦଣ୍ତ ବଢ଼ାନ୍ତି, ସେହି ବଞ୍ଚେ, ଏହା ରାଜାଙ୍କର ସବୁ ଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି; ମାତ୍ର ଆଜକୁ ତିରିଶ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ। Viz kapitolaଓଡିଆ ବାଇବେଲ11 “ବିନା ଡାକରାରେ ପୁରୁଷ କି ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ, ତାହାର ପ୍ରାଣଦଣ୍ଡ ହେବାର ଏକମାତ୍ର ଆଜ୍ଞା ଅଛି, କେବଳ ଯାହା ପ୍ରତି ରାଜା ସ୍ୱର୍ଣ୍ଣମୟ ରାଜଦଣ୍ଡ ବଢ଼ାନ୍ତି, ସେହି ବଞ୍ଚେ, ଏହା ରାଜାଙ୍କର ସବୁ ଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି; ମାତ୍ର ଆଜକୁ ତିରିଶ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 “ବିନା ଡାକରାରେ ପୁରୁଷ କି ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ, ତାହାର ପ୍ରାଣଦଣ୍ଡ ହେବାର ଏକମାତ୍ର ଆଜ୍ଞା ଅଛି, କେବଳ ଯାହା ପ୍ରତି ରାଜା ସ୍ୱର୍ଣ୍ଣମୟ ରାଜଦଣ୍ଡ ବଢ଼ାନ୍ତି, ସେହି ବଞ୍ଚେ, ଏହା ରାଜାଙ୍କର ସବୁ ଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି; ମାତ୍ର ଆଜକୁ ତିରିଶ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ।” Viz kapitola |