Online Bible

- Reklamy -




ଏଷ୍ଟର 4:14 - ପବିତ୍ର ବାଇବଲ

14 ଯଦି ତୁମ୍ଭେ ଏହି ସମୟରେ ନୀରବ ହୋଇ ରୁହ, ତେବେ ଅନ୍ୟ ଏକ ସ୍ଥାନରୁ ଯିହୁଦୀୟମାନଙ୍କ ନିମନ୍ତେ ଉପଶମ ଓ ପରିତ୍ରାଣ ଆସିବ। କିନ୍ତୁ ତୁମ୍ଭେ ଏବଂ ତୁମ୍ଭର ପରିବାର ବିନାଶ ହେବ, କିଏ ଜାଣେ ତୁମ୍ଭେ ଏପରି ସମୟର ତୁମ୍ଭର ରାଜକୀୟ ସ୍ଥାନ ପାଇପାର?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଯେବେ ତୁମ୍ଭେ ଏହି ସମୟରେ ସର୍ବତୋଭାବେ ନୀରବ ହୋଇ ରୁହ, ତେବେ ଅନ୍ୟ କୌଣସି ସ୍ଥାନରୁ ଯିହୁଦୀୟମାନଙ୍କର ଉପକାର ଓ ଉଦ୍ଧାର ଉତ୍ପନ୍ନ ହେବ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ବିନଷ୍ଟ ହେବ; କିଏ ଜାଣେ, ତୁମ୍ଭେ ଏପରି ସମୟ ନିମନ୍ତେ ରାଜ୍ୟ ପାଇଅଛ?

Viz kapitola kopírovat

ଓଡିଆ ବାଇବେଲ

14 ଯେବେ ତୁମ୍ଭେ ଏହି ସମୟରେ ସର୍ବତୋଭାବେ ନୀରବ ହୋଇ ରୁହ, ତେବେ ଅନ୍ୟ କୌଣସି ସ୍ଥାନରୁ ଯିହୁଦୀୟମାନଙ୍କର ଉପକାର ଓ ଉଦ୍ଧାର ଉତ୍ପନ୍ନ ହେବ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ବିନଷ୍ଟ ହେବ; କିଏ ଜାଣେ, ତୁମ୍ଭେ ଏପରି ସମୟ ନିମନ୍ତେ ରାଜ୍ୟ ପାଇଅଛ ?”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଯେବେ ତୁମ୍ଭେ ଏହି ସମୟରେ ସର୍ବତୋଭାବେ ନୀରବ ହୋଇ ରୁହ, ତେବେ ଅନ୍ୟ କୌଣସି ସ୍ଥାନରୁ ଯିହୁଦୀୟମାନଙ୍କର ଉପକାର ଓ ଉଦ୍ଧାର ଉତ୍ପନ୍ନ ହେବ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ବିନଷ୍ଟ ହେବ; କିଏ ଜାଣେ, ତୁମ୍ଭେ ଏପରି ସମୟ ନିମନ୍ତେ ରାଜ୍ୟ ପାଇଅଛ?”

Viz kapitola kopírovat




ଏଷ୍ଟର 4:14

Následuj nás:

Reklamy


Reklamy