Online Bible

- Reklamy -




ଏଷ୍ଟର 4:15 - ପବିତ୍ର ବାଇବଲ

15-16 ଏହା ପରେ ଏଷ୍ଟର ମର୍ଦ୍ଦଖୟ ନିକଟକୁ ଉତ୍ତର ପଠାଇଲା, “ତୁମ୍ଭେ ଯାଇ ଶୂଶ‌ନ୍‌ରେ ଉପସ୍ଥିତ ସମସ୍ତ ଯିହୁଦୀମାନଙ୍କୁ ଏକତ୍ର କରି ମୋ’ ଲାଗି ଉପବାସ କର। ପୁଣି ତିନି ଦିନ ଯାଏ, ଦିନରେ କି ରାତ୍ରିରେ କିଛି ଖାଅ ନାହିଁ ଓ କିଛି ପାନ କର ନାହିଁ। ମୁଁ ଓ ମୋର ଦାସୀଗଣ ସେହିପରି ଉପବାସ କରିବୁ, ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି, ସେଥିରେ ମଲେ ପଛେ ମରିବି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଏଥିରେ ଏଷ୍ଟର ମର୍ଦ୍ଦଖୟକୁ ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲା,

Viz kapitola kopírovat

ଓଡିଆ ବାଇବେଲ

15 ଏଥିରେ ଏଷ୍ଟର ମର୍ଦ୍ଦଖୟଙ୍କୁ ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲେ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିରେ ଏଷ୍ଟର ମର୍ଦ୍ଦଖୟଙ୍କୁ ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲେ,

Viz kapitola kopírovat




ଏଷ୍ଟର 4:15

Následuj nás:

Reklamy


Reklamy