ଏଷ୍ଟର 4:3 - ପବିତ୍ର ବାଇବଲ3 ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜା ଆଜ୍ଞା ଓ ନିୟମ ପତ୍ର ଗଲା, ସେହିସବୁ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା। ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆଉ, ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜାଜ୍ଞା ଓ ନିୟମପତ୍ର ଗଲା, ସେହି ସକଳ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା, ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ। Viz kapitolaଓଡିଆ ବାଇବେଲ3 ଆଉ, ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜାଜ୍ଞା ଓ ନିୟମପତ୍ର ପହଞ୍ଚିଲା, ସେହି ସକଳ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା, ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ, ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜାଜ୍ଞା ଓ ନିୟମପତ୍ର ପହଞ୍ଚିଲା, ସେହି ସକଳ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା, ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ। Viz kapitola |