ଏଷ୍ଟର 5:1 - ପବିତ୍ର ବାଇବଲ1 ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଛିଡ଼ା ହେଲା। ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜ ସିଂହାସନ ଉପରେ ଉପବିଷ୍ଟ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲା; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ଵାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲା। Viz kapitolaଓଡିଆ ବାଇବେଲ1 ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲେ; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲେ; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲେ। Viz kapitola |