ଏଷ୍ଟର 5:10 - ପବିତ୍ର ବାଇବଲ10 ତଥାପି ହାମନ୍ ନିଜର କ୍ରୋଧକୁ ନିୟନ୍ତ୍ରଣ କଲା ଏବଂ ଗୃହକୁ ଗଲା। ତା'ପରେ ଆପଣା ମିତ୍ରଗଣକୁ ଓ ଆପଣା ଭାର୍ଯ୍ୟା ସେରଶକୁ ଡକାଇ ଆଣିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତଥାପି ହାମନ୍ ଆପଣା କ୍ରୋଧ ସମ୍ଭାଳି ଗୃହକୁ ଗଲା, ପୁଣି ଆପଣା ମିତ୍ରଗଣକୁ ଓ ଆପଣା ଭାର୍ଯ୍ୟା ସେରଶ୍କୁ ଡକାଇ ଆଣିଲା। Viz kapitolaଓଡିଆ ବାଇବେଲ10 ତଥାପି ହାମନ୍ ଆପଣା କ୍ରୋଧ ସମ୍ଭାଳି ଗୃହକୁ ଗଲା, ପୁଣି ଆପଣା ମିତ୍ରଗଣକୁ ଓ ଆପଣା ଭାର୍ଯ୍ୟା ସେରଶ୍କୁ ଡକାଇ ଆଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତଥାପି ହାମନ୍ ଆପଣା କ୍ରୋଧ ସମ୍ଭାଳି ଗୃହକୁ ଗଲା, ପୁଣି ଆପଣା ମିତ୍ରଗଣକୁ ଓ ଆପଣା ଭାର୍ଯ୍ୟା ସେରଶ୍କୁ ଡକାଇ ଆଣିଲେ। Viz kapitola |