Online Bible

- Reklamy -




ଏଷ୍ଟର 5:14 - ପବିତ୍ର ବାଇବଲ

14 ତେଣୁ ତାହାର ସ୍ତ୍ରୀ ସେରଶ୍ ଓ ତା'ର ସମସ୍ତ ମିତ୍ରଗଣ ତାକୁ କହିଲେ, “ପଗ୍ଭଶ୍ ହାତ ଉଚ୍ଚ ଏକ ଫାଶିକାଠ ପ୍ରସ୍ତୁତ କରାଯାଉ। ପୁଣି ମର୍ଦ୍ଦଖୟକୁ ତହିଁରେ ଫାଶି ଦେବା ପାଇଁ କାଲି ସକାଳେ ରାଜାଙ୍କୁ କୁହ। ତହିଁ ପରେ ତୁଷ୍ଟ ହୋଇ ରାଜା ସହିତ ଭୋଜିକୁ ଯାଅ।” ଏହା ହାମ‌ନ୍‌କୁ ଏକ ଭଲ ବୁଦ୍ଧି ପରି ଜଣାଗଲା, ତେଣୁ ସେ ଫାଶି କାଠ ପ୍ରସ୍ତୁତ କଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ତେଣୁ ତାହାର ଭାର୍ଯ୍ୟା ସେରଶ୍ ଓ ମିତ୍ର ସମସ୍ତେ ତାହାକୁ କହିଲେ, ପଚାଶ ହାତ ଉଚ୍ଚ ଏକ ଫାଶୀକାଠ ପ୍ରସ୍ତୁତ କରାଯାଉ; ପୁଣି, ମର୍ଦ୍ଦଖୟକୁ ତହିଁରେ ଫାଶୀ ଦେବା ପାଇଁ କାଲି ପ୍ରାତଃକାଳେ ରାଜାଙ୍କୁ କୁହ, ତହିଁ ଉତ୍ତାରୁ ହୃଷ୍ଟ ହୋଇ ରାଜାଙ୍କ ସହିତ ଭୋଜକୁ ଯାଅ। ଏହି କଥାରେ ହାମନ୍ ସନ୍ତୁଷ୍ଟ ହୋଇ ସେହିରୂପ ଫାଶୀକାଠ ପ୍ରସ୍ତୁତ କରାଇଲା।

Viz kapitola kopírovat

ଓଡିଆ ବାଇବେଲ

14 ତେଣୁ ତାହାର ଭାର୍ଯ୍ୟା ସେରଶ୍‍ ଓ ମିତ୍ର ସମସ୍ତେ ତାହାଙ୍କୁ କହିଲେ, “ପଚାଶ ହାତ ଉଚ୍ଚ ଏକ ଫାଶୀକାଠ ପ୍ରସ୍ତୁତ କରାଯାଉ; ପୁଣି, ମର୍ଦ୍ଦଖୟଙ୍କୁ ତହିଁରେ ଫାଶୀ ଦେବା ପାଇଁ କାଲି ପ୍ରାତଃକାଳେ ରାଜାଙ୍କୁ କୁହ, ତହିଁ ଉତ୍ତାରୁ ହୃଷ୍ଟ ହୋଇ ରାଜାଙ୍କ ସହିତ ଭୋଜକୁ ଯାଅ।” ଏହି କଥାରେ ହାମନ୍‍ ସନ୍ତୁଷ୍ଟ ହୋଇ ସେହିରୂପ ଫାଶୀକାଠ ପ୍ରସ୍ତୁତ କରାଇଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତେଣୁ ତାହାର ଭାର୍ଯ୍ୟା ସେରଶ୍‍ ଓ ମିତ୍ର ସମସ୍ତେ ତାହାଙ୍କୁ କହିଲେ, “ପଚାଶ ହାତ ଉଚ୍ଚ ଏକ ଫାଶୀକାଠ ପ୍ରସ୍ତୁତ କରାଯାଉ; ପୁଣି, ମର୍ଦ୍ଦଖୟଙ୍କୁ ତହିଁରେ ଫାଶୀ ଦେବା ପାଇଁ କାଲି ପ୍ରାତଃକାଳେ ରାଜାଙ୍କୁ କୁହ, ତହିଁ ଉତ୍ତାରେ ହୃଷ୍ଟ ହୋଇ ରାଜାଙ୍କ ସହିତ ଭୋଜକୁ ଯାଅ।” ଏହି କଥାରେ ହାମନ୍‍ ସନ୍ତୁଷ୍ଟ ହୋଇ ସେହିରୂପ ଫାଶୀକାଠ ପ୍ରସ୍ତୁତ କରାଇଲେ।

Viz kapitola kopírovat




ଏଷ୍ଟର 5:14

Následuj nás:

Reklamy


Reklamy