ଏଷ୍ଟର 5:6 - ପବିତ୍ର ବାଇବଲ6 ଏଥିରେ ରାଜା ଭୋଜିରେ ଦ୍ରାକ୍ଷାରସ ପାନକରିବା ବେଳେ ଏଷ୍ଟରକୁ କହିଲା, “ତୁମ୍ଭର କ’ଣ ନିବେଦନ ଅଛି? ତାହା ତୁମ୍ଭକୁ ଦିଆଯିବ। ତୁମ୍ଭର ପ୍ରାର୍ଥନା କ’ଣ? ମୋ’ ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ଦିଆଯିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏଥିରେ ରାଜା ଭୋଜରେ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରକୁ କହିଲା, ତୁମ୍ଭର ନିବେଦନ କଅଣ? ତାହା ତୁମ୍ଭକୁ ଦତ୍ତ ହେବ; ପୁଣି, ତୁମ୍ଭର ପ୍ରାର୍ଥନା କଅଣ? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ସିଦ୍ଧ ହେବ। Viz kapitolaଓଡିଆ ବାଇବେଲ6 ଏଥିରେ ରାଜା ଭୋଜରେ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ କହିଲେ, ତୁମ୍ଭର ନିବେଦନ କଅଣ ? “ତାହା ତୁମ୍ଭକୁ ଦତ୍ତ ହେବ; ପୁଣି, ତୁମ୍ଭର ପ୍ରାର୍ଥନା କଅଣ ? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ସିଦ୍ଧ ହେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିରେ ରାଜା ଭୋଜରେ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ କହିଲେ, ତୁମ୍ଭର ନିବେଦନ କଅଣ? “ତାହା ତୁମ୍ଭକୁ ଦତ୍ତ ହେବ; ପୁଣି, ତୁମ୍ଭର ପ୍ରାର୍ଥନା କଅଣ? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ସିଦ୍ଧ ହେବ।” Viz kapitola |