Online Bible

- Reklamy -

ଏଷ୍ଟର 6:13 - ପବିତ୍ର ବାଇବଲ

13 ପୁଣି ହାମନ୍ ଆପଣା ପ୍ରତି ଘଟିତ ଏହି ସମସ୍ତ କଥା ନିଜର ଭାର୍ଯ୍ୟା ସେରଶକୁ ଓ ଆପଣାର ସମସ୍ତ ମିତ୍ରଙ୍କୁ କହିଲା। ତହିଁରେ ତାହାର ଜ୍ଞାନୀ ଲୋକମାନେ ଓ ତାହାର ସ୍ତ୍ରୀ ସେରଶ ତାହାକୁ କହିଲେ, “ଯାହା ସାକ୍ଷାତରେ ତୁମ୍ଭର ଏହି ପତନର ଆରମ୍ଭ ହୋଇଅଛି, ସେ ମର୍ଦ୍ଦଖୟ ଯେବେ ଯିହୁଦୀ ବଂଶୀୟ ଲୋକ ହୁଏ, ତେବେ ତୁମ୍ଭେ ତାହାକୁ ଜୟକରି ପାରିବ ନାହିଁ। ମାତ୍ର ତାହାର ସାକ୍ଷାତରେ ନିଶ୍ଚିତ ପତିତ ହେବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ପୁଣି, ହାମନ୍ ଆପଣା ପ୍ରତି ଘଟିତ ଏହି ସମସ୍ତ କଥା ଆପଣା ଭାର୍ଯ୍ୟା ସେରଶ୍କୁ ଓ ଆପଣାର ସମସ୍ତ ମିତ୍ରଙ୍କୁ କହିଲା; ତହିଁରେ ତାହାର ଜ୍ଞାନୀ ଲୋକମାନେ ଓ ତାହାର ଭାର୍ଯ୍ୟା ସେରଶ୍ ତାହାକୁ କହିଲେ, ଯାହା ସାକ୍ଷାତରେ ତୁମ୍ଭର ଏହି ପତନର ଆରମ୍ଭ ହୋଇଅଛି, ସେ ମର୍ଦ୍ଦଖୟ ଯେବେ ଯିହୁଦୀ ବଂଶୀୟ ଲୋକ ହୁଏ, ତେବେ ତୁମ୍ଭେ ତାହାକୁ ଜୟ କରି ପାରିବ ନାହିଁ; ମାତ୍ର ତାହାର ସାକ୍ଷାତରେ ନିତା; ପତିତ ହେବ।

Viz kapitola kopírovat

ଓଡିଆ ବାଇବେଲ

13 ପୁଣି, ହାମନ୍‍ ଆପଣା ପ୍ରତି ଘଟିତ ଏହି ସମସ୍ତ କଥା ଆପଣା ଭାର୍ଯ୍ୟା ସେରଶ୍‍କୁ ଓ ଆପଣାର ସମସ୍ତ ମିତ୍ରଙ୍କୁ କହିଲେ; ତହିଁରେ ତାହାଙ୍କର ଜ୍ଞାନୀ ଲୋକମାନେ ଓ ତାହାଙ୍କ ଭାର୍ଯ୍ୟା ସେରଶ୍‍ ତାହାଙ୍କୁ କହିଲେ, “ଯାହା ସାକ୍ଷାତରେ ତୁମ୍ଭର ଏହି ପତନର ଆରମ୍ଭ ହୋଇଅଛି, ସେ ମର୍ଦ୍ଦଖୟ ଯେବେ ଯିହୁଦୀ ବଂଶୀୟ ଲୋକ ହୁଏ, ତେବେ ତୁମ୍ଭେ ତାହାଙ୍କୁ ଜୟ କରି ପାରିବ ନାହିଁ; ମାତ୍ର ତାହାର ସାକ୍ଷାତରେ ନିତାନ୍ତ ପତିତ ହେବ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

ଏଷ୍ଟର 6:13

Následuj nás:

Reklamy

Reklamy