ଏଷ୍ଟର 6:4 - ପବିତ୍ର ବାଇବଲ4 ତେଣୁ ରାଜା ପଗ୍ଭରିଲେ, “ପ୍ରାଙ୍ଗଣରେ କିଏ ଅଛି?” ଏହି ସମୟରେ ହାମନ୍ ନିଜର ପ୍ରସ୍ତୁତ ଫାଶି କାଠରେ ମର୍ଦ୍ଦଖୟକୁ ଫାଶି ଦେବା ପାଇଁ ରାଜାଙ୍କୁ କହିବା ନିମନ୍ତେ ରାଜଗୃହର ଦ୍ୱାର ପ୍ରାଙ୍ଗଣକୁ ଆସିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତହୁଁ ରାଜା ପଚାରିଲା, ପ୍ରାଙ୍ଗଣରେ କିଏ କିଛି? ଏହି ସମୟରେ ହାମନ୍ ଆପଣା ପ୍ରସ୍ତୁତ ଫାଶୀକାଠରେ ମର୍ଦ୍ଦଖୟକୁ ଫାଶୀ ଦେବା ପାଇଁ ରାଜାକୁ କହିବା ନିମନ୍ତେ ରାଜଗୃହର ବାହାର ପ୍ରାଙ୍ଗଣକୁ ଆସିଥିଲା। Viz kapitolaଓଡିଆ ବାଇବେଲ4 ତହୁଁ ରାଜା ପଚାରିଲେ, “ପ୍ରାଙ୍ଗଣରେ କିଏ କିଛି ?” ଏହି ସମୟରେ ହାମନ୍ ଆପଣା ପ୍ରସ୍ତୁତ ଫାଶୀକାଠରେ ମର୍ଦ୍ଦଖୟଙ୍କୁ ଫାଶୀ ଦେବା ପାଇଁ ରାଜାକୁ କହିବା ନିମନ୍ତେ ରାଜଗୃହର ବାହାର ପ୍ରାଙ୍ଗଣକୁ ଆସିଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହୁଁ ରାଜା ପଚାରିଲେ, “ପ୍ରାଙ୍ଗଣରେ କିଏ କିଛି?” ଏହି ସମୟରେ ହାମନ୍ ଆପଣା ପ୍ରସ୍ତୁତ ଫାଶୀକାଠରେ ମର୍ଦ୍ଦଖୟଙ୍କୁ ଫାଶୀ ଦେବା ପାଇଁ ରାଜାକୁ କହିବା ନିମନ୍ତେ ରାଜଗୃହର ବାହାର ପ୍ରାଙ୍ଗଣକୁ ଆସିଥିଲେ। Viz kapitola |