ଏଷ୍ଟର 6:5 - ପବିତ୍ର ବାଇବଲ5 ତେଣୁ ରାଜାଙ୍କର ଦାସମାନେ ତାଙ୍କୁ କହିଲେ, “ଦେଖନ୍ତୁ, ହାମନ୍ ପ୍ରାଙ୍ଗଣରେ ଛିଡ଼ା ହୋଇଅଛି।” ତେଣୁ ରାଜା କହିଲେ, “ସେ ଭିତରକୁ ଆସୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ତେଣୁ ରାଜାର ଦାସମାନେ ତାହାକୁ କହିଲେ, ଦେଖନ୍ତୁ, ହାମନ୍ ପ୍ରାଙ୍ଗଣରେ ଠିଆ ହୋଇଅଛି। ତେବେ ରାଜା କହିଲା, ସେ ଭିତରକୁ ଆସୁ। Viz kapitolaଓଡିଆ ବାଇବେଲ5 ତେଣୁ ରାଜାଙ୍କ ଦାସମାନେ ତାହାଙ୍କୁ କହିଲେ,” ଦେଖନ୍ତୁ, ହାମନ୍ ପ୍ରାଙ୍ଗଣରେ ଠିଆ ହୋଇଅଛି।” ତେବେ ରାଜା କହିଲେ, “ସେ ଭିତରକୁ ଆସୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତେଣୁ ରାଜାଙ୍କ ଦାସମାନେ ତାହାଙ୍କୁ କହିଲେ, ଦେଖନ୍ତୁ, “ହାମନ୍ ପ୍ରାଙ୍ଗଣରେ ଠିଆ ହୋଇଅଛି।” ତେବେ ରାଜା କହିଲେ, “ସେ ଭିତରକୁ ଆସୁ।” Viz kapitola |