ଏଷ୍ଟର 6:6 - ପବିତ୍ର ବାଇବଲ6 ତହିଁରେ ହାମନ୍ ଭିତରକୁ ଆସିବାରୁ ରାଜା ତାହାକୁ କହିଲା, “ରାଜା ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି କ’ଣ କରାଯିବ?” ହାମନ୍ ମନେ ମନେ ଭାବିଲା, “ରାଜା ମୋ’ ବିନା ଆଉ କାହାକୁ ସମ୍ମାନ କରିବାକୁ ଅଧିକ ତୁଷ୍ଟ ହେବେ?” Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହିଁରେ ହାମନ୍ ଭିତରକୁ ଆସନ୍ତେ, ରାଜା ତାହାକୁ କହିଲା, ରାଜା ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି କଅଣ କରାଯିବ? ହାମନ୍ ମନେ ମନେ ଭାଳିଲା, ରାଜା ମୋʼ ବିନୁ ଆଉ କାହାକୁ ସମ୍ମାନ କରିବାକୁ ଅଧିକ ତୁଷ୍ଟ ହେବେ? Viz kapitolaଓଡିଆ ବାଇବେଲ6 ତହିଁରେ ହାମନ୍ ଭିତରକୁ ଆସନ୍ତେ, ରାଜା ତାହାଙ୍କୁ କହିଲେ, “ରାଜା ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି କଅଣ କରାଯିବ ?” ହାମନ୍ ମନେ ମନେ ଭାଳିଲେ, ରାଜା ମୋ’ ବିନୁ ଆଉ କାହାକୁ ସମ୍ମାନ କରିବାକୁ ଅଧିକ ତୁଷ୍ଟ ହେବେ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁରେ ହାମନ୍ ଭିତରକୁ ଆସନ୍ତେ, ରାଜା ତାହାଙ୍କୁ କହିଲେ, “ରାଜା ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି କଅଣ କରାଯିବ?” ହାମନ୍ ମନେ ମନେ ଭାଳିଲେ, ରାଜା ମୋʼ ବିନୁ ଆଉ କାହାକୁ ସମ୍ମାନ କରିବାକୁ ଅଧିକ ତୁଷ୍ଟ ହେବେ? Viz kapitola |