ଏଷ୍ଟର 6:8 - ପବିତ୍ର ବାଇବଲ8 ତାହା ପାଇଁ ମହାରାଜାଙ୍କ ପରିଧେୟ ରାଜକୀୟ ବସନ ଏବଂ ଅଶ୍ୱ ଯେଉଁଥିରେ ରାଜା ଆରୋହଣ କରନ୍ତି ତାହା ଅଣାଯାଉ ଏବଂ ତାଙ୍କର ମସ୍ତକରେ ରାଜମୁକୁଟ ପିନ୍ଧା ଯାଉ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତାହା ପାଇଁ ମହାରାଜଙ୍କ ପରିଧେୟ ରାଜକୀୟ ବସ୍ତ୍ର ଓ ମହାରାଜଙ୍କ ଆରୋହଣର ରାଜମୁକୁଟଭୂଷିତ ଅଶ୍ଵ ଅଣାଯାଉ। Viz kapitolaଓଡିଆ ବାଇବେଲ8 ତାହା ପାଇଁ ମହାରାଜାଙ୍କ ପରିଧେୟ ରାଜକୀୟ ବସ୍ତ୍ର ଓ ମହାରାଜାଙ୍କ ଆରୋହଣର ରାଜମୁକୁଟଭୂଷିତ ଅଶ୍ୱ ଅଣାଯାଉ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତାହା ପାଇଁ ମହାରାଜାଙ୍କ ପରିଧେୟ ରାଜକୀୟ ବସ୍ତ୍ର ଓ ମହାରାଜାଙ୍କ ଆରୋହଣର ରାଜମୁକୁଟଭୂଷିତ ଅଶ୍ୱ ଅଣାଯାଉ। Viz kapitola |