ଏଷ୍ଟର 7:7 - ପବିତ୍ର ବାଇବଲ7 ଆଉ ରାଜା କ୍ରୋଧରେ ଦ୍ରାକ୍ଷାରସ ପାନ ଶାଳାରୁ ଉଠି ରାଜଗୃହର ଉଦ୍ୟାନକୁ ଗଲା। ତହିଁରେ ରାଜାଦ୍ୱାରା ଆପଣାର ଅମଙ୍ଗଳ ନିଶ୍ଚିତ ହୋଇଅଛି, ଏହା ଜାଣି ହାମନ୍ ଏଷ୍ଟର ରାଣୀ ନିକଟରେ ଆପଣା ପ୍ରାଣଭିକ୍ଷା ମାଗିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ, ରାଜା କ୍ରୋଧରେ ଦ୍ରାକ୍ଷାରସ-ପାନଶାଳାରୁ ଉଠି ରାଜଗୃହର ଉଦ୍ୟାନକୁ ଗଲା; ତହିଁରେ ରାଜା ଦ୍ଵାରା ଆପଣାର ଅମଙ୍ଗଳ ନିଶ୍ଚିତ ହୋଇଅଛି, ଏହା ଜାଣି ହାମନ୍ ଏଷ୍ଟର ରାଣୀ ନିକଟରେ ଆପଣା ପ୍ରାଣ ମାଗିବାକୁ ଠିଆ ହେଲା। Viz kapitolaଓଡିଆ ବାଇବେଲ7 ଆଉ, ରାଜା କ୍ରୋଧରେ ଦ୍ରାକ୍ଷାରସ-ପାନଶାଳାରୁ ଉଠି ରାଜଗୃହର ଉଦ୍ୟାନକୁ ଗଲା; ତହିଁରେ ରାଜା ଦ୍ୱାରା ଆପଣାର ଅମଙ୍ଗଳ ନିଶ୍ଚିତ ହୋଇଅଛି, ଏହା ଜାଣି ହାମନ୍ ଏଷ୍ଟର ରାଣୀ ନିକଟରେ ଆପଣା ପ୍ରାଣ ମାଗିବାକୁ ଠିଆ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ରାଜା କ୍ରୋଧରେ ଦ୍ରାକ୍ଷାରସ-ପାନଶାଳାରୁ ଉଠି ରାଜଗୃହର ଉଦ୍ୟାନକୁ ଗଲା; ତହିଁରେ ରାଜା ଦ୍ୱାରା ଆପଣାର ଅମଙ୍ଗଳ ନିଶ୍ଚିତ ହୋଇଅଛି, ଏହା ଜାଣି ହାମନ୍ ଏଷ୍ଟର ରାଣୀ ନିକଟରେ ଆପଣା ପ୍ରାଣ ମାଗିବାକୁ ଠିଆ ହେଲେ। Viz kapitola |