ଏଷ୍ଟର 7:9 - ପବିତ୍ର ବାଇବଲ9 ଏହା ପରେ ରାଜାର ସାକ୍ଷାତରେ ଉପସ୍ଥିତ ହର୍ବୋଣା ନାମକ ଏକ ନପୁଂସକ ରାଜାକୁ କହିଲା, “ଦେଖନ୍ତୁ, ମହାରାଜାଙ୍କ ପକ୍ଷରେ ହିତଜନକ ସମ୍ବାଦଦାୟୀ ମର୍ଦ୍ଦଖୟ ନିମନ୍ତେ ହାମନ୍ ପଗ୍ଭଶ୍ ହାତ ଉଚ୍ଚ ଫାଶିକାଠ ପ୍ରସ୍ତୁତ କରିଅଛି। ତାହା ହାମାନ୍ର ଗୃହରେ ସ୍ଥାପିତ ହୋଇଅଛି।” ରାଜା କହିଲେ, “ତହିଁ ଉପରେ ଏହାକୁ ଫାଶି ଦିଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ଅନନ୍ତର ରାଜାର ସାକ୍ଷାତରେ ଉପସ୍ଥିତ ହର୍ବୋଣା ନାମକ ଏକ ନପୁଂସକ ରାଜାକୁ କହିଲା, ଦେଖନ୍ତୁ, ମହାରାଜଙ୍କ ପକ୍ଷରେ ହିତଜନକ ସମ୍ଵାଦଦାୟୀ ମର୍ଦ୍ଦଖୟ ନିମନ୍ତେ ହାମନ୍ ପଚାଶ ହାତ ଉଚ୍ଚ ଫାଶୀକାଠ ପ୍ରସ୍ତୁତ କରିଅଛି, ତାହା ହାମନର ଗୃହରେ ସ୍ଥାପିତ ହୋଇଅଛି, ରାଜା କହିଲା, ତହିଁ ଉପରେ ଏହାକୁ ଫାଶୀ ଦିଅ। Viz kapitolaଓଡିଆ ବାଇବେଲ9 ଏଥିଉତ୍ତାରେ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହର୍ବୋଣା ନାମକ ଏକ ନପୁଂସକ ରାଜାକୁ କହିଲେ, “ଦେଖନ୍ତୁ, ମହାରାଜାଙ୍କ ପକ୍ଷରେ ହିତଜନକ ସମ୍ବାଦଦାୟୀ ମର୍ଦ୍ଦଖୟ ନିମନ୍ତେ ହାମନ୍ ପଚାଶ ହାତ ଉଚ୍ଚ ଫାଶୀକାଠ ପ୍ରସ୍ତୁତ କରିଅଛି, ତାହା ହାମନ୍ର ଗୃହରେ ସ୍ଥାପିତ ହୋଇଅଛି,” ରାଜା କହିଲେ,” ତହିଁ ଉପରେ ଏହାକୁ ଫାଶୀ ଦିଅ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିଉତ୍ତାରେ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହର୍ବୋଣା ନାମକ ଏକ ନପୁଂସକ ରାଜାକୁ କହିଲେ, “ଦେଖନ୍ତୁ, ମହାରାଜାଙ୍କ ପକ୍ଷରେ ହିତଜନକ ସମ୍ବାଦଦାୟୀ ମର୍ଦ୍ଦଖୟ ନିମନ୍ତେ ହାମନ୍ ପଚାଶ ହାତ ଉଚ୍ଚ ଫାଶୀକାଠ ପ୍ରସ୍ତୁତ କରିଅଛି, ତାହା ହାମନ୍ର ଗୃହରେ ସ୍ଥାପିତ ହୋଇଅଛି,” ରାଜା କହିଲେ, “ତହିଁ ଉପରେ ଏହାକୁ ଫାଶୀ ଦିଅ।” Viz kapitola |