ଏଷ୍ଟର 8:8 - ପବିତ୍ର ବାଇବଲ8 ତୁମ୍ଭେମାନେ ଯିହୁଦୀୟମାନଙ୍କ ସମନ୍ଧରେ ନିଜ ନିଜ ଇଚ୍ଛାନୁସାରେ ରାଜାଙ୍କ ନାମରେ ରାଜାଜ୍ଞା ଲେଖ ଓ ତାହା ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କର। କାରଣ ରାଜାଙ୍କର ନାମରେ ଲିଖିତ ଓ ରାଜାଙ୍କର ଅଙ୍ଗୁରୀୟରେ ମୋହରାଙ୍କିତ ପତ୍ର କେହି ଅନ୍ୟଥା କରି ପାରିବେ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ମଧ୍ୟ ତୁମ୍ଭେମାନେ ରାଜା ନାମରେ ଯିହୁଦୀୟମାନଙ୍କ ନିକଟକୁ ଆପଣା ଆପଣା ଇଚ୍ଛାନୁସାରେ ପତ୍ର ଲେଖ ଓ ତାହା ରାଜାର ଅଙ୍ଗୁରୀୟରେ ମୋହରାଙ୍କିତ କର; କାରଣ ରାଜାର ନାମରେ ଲିଖିତ ଓ ରାଜାର ଅଙ୍ଗୁରୀୟରେ ମୋହରାଙ୍କିତ ପତ୍ର କେହି ଅନ୍ୟଥା କରି ନ ପାରେ। Viz kapitolaଓଡିଆ ବାଇବେଲ8 ମଧ୍ୟ ତୁମ୍ଭେମାନେ ରାଜା ନାମରେ ଯିହୁଦୀୟମାନଙ୍କ ନିକଟକୁ ଆପଣା ଆପଣା ଇଚ୍ଛାନୁସାରେ ପତ୍ର ଲେଖ ଓ ତାହା ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କର; କାରଣ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ ପତ୍ର କେହି ଅନ୍ୟଥା କରି ନ ପାରେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମଧ୍ୟ ତୁମ୍ଭେମାନେ ରାଜା ନାମରେ ଯିହୁଦୀୟମାନଙ୍କ ନିକଟକୁ ଆପଣା ଆପଣା ଇଚ୍ଛାନୁସାରେ ପତ୍ର ଲେଖ ଓ ତାହା ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କର; କାରଣ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ ପତ୍ର କେହି ଅନ୍ୟଥା କରି ନ ପାରେ।” Viz kapitola |