ଏଷ୍ଟର 9:25 - ପବିତ୍ର ବାଇବଲ25 ହାମନ୍ ଏପରି କରିଥିଲେ କିନ୍ତୁ ଏଷ୍ଟର ରାଜାଙ୍କ ନିକଟରେ ଜଣାଇଲେ। ତେଣୁ ସେ ଆଉ ନୂତନ ନିର୍ଦ୍ଦେଶ ପଠାଇଲେ। ସେହି ନିର୍ଦ୍ଦେଶ ଯେ କେବଳ ହାମନ୍ର ଯୋଜନାକୁ ପଣ୍ତ କଲା ତାହା ନୁହେଁ। ସେହି ନିର୍ଦ୍ଦେଶ ହାମନ୍ ଓ ତା'ର ପରିବାରରେ ଅନିଷ୍ଟ କରାଇଲା ତେଣୁ ହାମନ୍ ଓ ତା'ର ପୁତ୍ରଗଣ ଫାଶୀଖୁଣ୍ଟରେ ଝୁଲାଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ମାତ୍ର ରାଜା ଛାମୁକୁ (ଏ ବିଷୟ) ଆସନ୍ତେ, ସେ ଏହି ଆଜ୍ଞାପତ୍ର ଦେଲା, ହାମନ୍ ଯିହୁଦୀୟମାନଙ୍କ ବିରୁଦ୍ଧରେ ଯେଉଁ ଦୁଷ୍ଟ-ସଂକଳ୍ପ କରିଅଛି, ତାହା ତାହାର ନିଜ ମସ୍ତକରେ ବର୍ତ୍ତୁ, ପୁଣି ସେ ଓ ତାହାର ପୁତ୍ରମାନେ ଫାଶୀକାଠରେ ଟଙ୍ଗା ଯାଉନ୍ତୁ। Viz kapitolaଓଡିଆ ବାଇବେଲ25 ମାତ୍ର ରାଜା ଛାମୁକୁ (ଏ ବିଷୟ) ଆସନ୍ତେ, ସେ ଏହି ଆଜ୍ଞାପତ୍ର ଦେଲା, “ହାମନ୍ ଯିହୁଦୀୟମାନଙ୍କ ବିରୁଦ୍ଧରେ ଯେଉଁ ଦୁଷ୍ଟ-ସଂକଳ୍ପ କରିଅଛି, ତାହା ତାହାର ନିଜ ମସ୍ତକରେ ବର୍ତ୍ତୁ, ପୁଣି ସେ ଓ ତାହାର ପୁତ୍ରମାନେ ଫାଶୀକାଠରେ ଟଙ୍ଗା ଯାଉନ୍ତୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ମାତ୍ର ରାଜା ଛାମୁକୁ (ଏ ବିଷୟ) ଆସନ୍ତେ, ସେ ଏହି ଆଜ୍ଞାପତ୍ର ଦେଲା, ହାମନ୍ ଯିହୁଦୀୟମାନଙ୍କ ବିରୁଦ୍ଧରେ ଯେଉଁ ଦୁଷ୍ଟ-ସଂକଳ୍ପ କରିଅଛି, ତାହା ତାହାର ନିଜ ମସ୍ତକରେ ବର୍ତ୍ତୁ, ପୁଣି ସେ ଓ ତାହାର ପୁତ୍ରମାନେ ଫାଶୀକାଠରେ ଟଙ୍ଗା ଯାଉନ୍ତୁ। Viz kapitola |