Online Bible

- Reklamy -




ଏଷ୍ଟର 9:29 - ପବିତ୍ର ବାଇବଲ

29 ତା'ପରେ, ଅବୀହେଲିୟର କନ୍ୟା ରାଣୀ ଏଷ୍ଟର ଓ ଯିହୁଦୀୟ ମର୍ଦ୍ଦଖୟ ପୂରୀମ୍ ଦିନ ବିଷୟରେ ସୁନିଶ୍ଚିତ କରିବା ପାଇଁ ସେମାନଙ୍କର ସମ୍ପୂର୍ଣ୍ଣ ଅଧିକାର ସହିତ ଦ୍ୱିତୀୟ ପତ୍ର ଲେଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ଅବୀହୟିଲର କନ୍ୟା ଏଷ୍ଟର ରାଣୀ ଓ ଯିହୁଦୀୟ ମର୍ଦ୍ଦଖୟ ପୂରୀମ୍-ଦିନବିଷୟକ ଏହି ଦ୍ଵିତୀୟ ପତ୍ର ସ୍ଥିରକରଣାର୍ଥେ ସମ୍ପୂର୍ଣ୍ଣ କ୍ଷମତା ସହିତ ଲେଖିଲେ।

Viz kapitola kopírovat

ଓଡିଆ ବାଇବେଲ

29 ଅବୀହୟିଲର କନ୍ୟା ଏଷ୍ଟର ରାଣୀ ଓ ଯିହୁଦୀୟ ମର୍ଦ୍ଦଖୟ ପୂରୀମ୍‍-ଦିନବିଷୟକ ଏହି ଦ୍ୱିତୀୟ ପତ୍ର ସ୍ଥିରକରଣାର୍ଥେ ସମ୍ପୂର୍ଣ୍ଣ କ୍ଷମତା ସହିତ ଲେଖିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଅବୀହୟିଲର କନ୍ୟା ଏଷ୍ଟର ରାଣୀ ଓ ଯିହୁଦୀୟ ମର୍ଦ୍ଦଖୟ ପୂରୀମ୍‍-ଦିନବିଷୟକ ଏହି ଦ୍ୱିତୀୟ ପତ୍ର ସ୍ଥିରକରଣାର୍ଥେ ସମ୍ପୂର୍ଣ୍ଣ କ୍ଷମତା ସହିତ ଲେଖିଲେ।

Viz kapitola kopírovat




ଏଷ୍ଟର 9:29

Následuj nás:

Reklamy


Reklamy