Online Bible

- Reklamy -




ଏଷ୍ଟର 9:30 - ପବିତ୍ର ବାଇବଲ

30 ତେଣୁ ସେ ରାଜା ଅକ୍ଷଶ୍ୱେରଶଙ୍କର 127ଟି ରାଜ୍ୟର ସମସ୍ତ ଯିହୁଦୀମାନଙ୍କୁ ଶାନ୍ତିର ଓ ସତ୍ୟର ବାର୍ତ୍ତାସବୁ ପଠାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ପୁଣି, ଯିହୁଦୀୟ ମର୍ଦ୍ଦଖୟ ଓ ଏଷ୍ଟର ରାଣୀ ଯିହୁଦୀୟମାନଙ୍କ ନିମନ୍ତେ ଉପବାସ ଓ କ୍ରନ୍ଦନବିଷୟକ ଯେଉଁ ଆଜ୍ଞା ଦେଇଥିଲେ ଓ ସେମାନଙ୍କର ଆପଣାମାନଙ୍କ ପାଇଁ ଓ ଆପଣାମାନଙ୍କ ବଂଶ ପାଇଁ ଯାହା ସ୍ଥିର କରିଥିଲେ,

Viz kapitola kopírovat

ଓଡିଆ ବାଇବେଲ

30 ପୁଣି, ଯିହୁଦୀୟ ମର୍ଦ୍ଦଖୟ ଓ ଏଷ୍ଟର ରାଣୀ ଯିହୁଦୀୟମାନଙ୍କ ନିମନ୍ତେ ଉପବାସ ଓ କ୍ରନ୍ଦନ ବିଷୟକ ଯେଉଁ ଆଜ୍ଞା ଦେଇଥିଲେ ଓ ସେମାନଙ୍କର ଆପଣାମାନଙ୍କ ପାଇଁ ଓ ଆପଣାମାନଙ୍କ ବଂଶ ପାଇଁ ଯାହା ସ୍ଥିର କରିଥିଲେ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ପୁଣି, ଯିହୁଦୀୟ ମର୍ଦ୍ଦଖୟ ଓ ଏଷ୍ଟର ରାଣୀ ଯିହୁଦୀୟମାନଙ୍କ ନିମନ୍ତେ ଉପବାସ ଓ କ୍ରନ୍ଦନ ବିଷୟକ ଯେଉଁ ଆଜ୍ଞା ଦେଇଥିଲେ ଓ ସେମାନଙ୍କର ଆପଣାମାନଙ୍କ ପାଇଁ ଓ ଆପଣାମାନଙ୍କ ବଂଶ ପାଇଁ ଯାହା ସ୍ଥିର କରିଥିଲେ,

Viz kapitola kopírovat




ଏଷ୍ଟର 9:30

Následuj nás:

Reklamy


Reklamy