ଏଷ୍ଟର 9:4 - ପବିତ୍ର ବାଇବଲ4 କାରଣ ମର୍ଦ୍ଦଖୟ ରାଜଗୃହ ମଧ୍ୟରେ ଶକ୍ତିଶାଳୀ ଥିଲା ଓ ତାହାର ଯଶ ସର୍ବପ୍ରଦେଶରେ ପ୍ରଗ୍ଭରିତ ହେଲା ଏବଂ ମର୍ଦ୍ଦଖୟ ଲଗାତର ଭାବରେ ଅଧିକରୁ ଅଧିକ ଶକ୍ତିଶାଳୀ ହେଉଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଯେହେତୁ ମର୍ଦ୍ଦଖୟ ରାଜଗୃହ ମଧ୍ୟରେ ମହାନ ଥିଲା ଓ ତାହାର ଯଶ ସର୍ବପ୍ରଦେଶରେ ବ୍ୟାପ୍ତ ହେଲା; କାରଣ ସେହି ମର୍ଦ୍ଦଖୟ ଉତ୍ତରୋତ୍ତର ମହାନ ହେଲା। Viz kapitolaଓଡିଆ ବାଇବେଲ4 ଯେହେତୁ ମର୍ଦ୍ଦଖୟ ରାଜଗୃହ ମଧ୍ୟରେ ମହାନ୍ ଥିଲେ ଓ ତାହାର ଯଶ ସର୍ବପ୍ରଦେଶରେ ବ୍ୟାପ୍ତ ହେଲା; କାରଣ ସେହି ମର୍ଦ୍ଦଖୟ ଅଧିକ ଶକ୍ତିଶାଳୀ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଯେହେତୁ ମର୍ଦ୍ଦଖୟ ରାଜଗୃହ ମଧ୍ୟରେ ମହାନ ଥିଲେ ଓ ତାହାର ଯଶ ସର୍ବ ପ୍ରଦେଶରେ ବ୍ୟାପ୍ତ ହେଲା; କାରଣ ସେହି ମର୍ଦ୍ଦଖୟ ଅଧିକ ଶକ୍ତିଶାଳୀ ହେଲେ। Viz kapitola |