ଯାତ୍ରା ପୁସ୍ତକ 1:12 - ପବିତ୍ର ବାଇବଲ12 ମିଶରୀୟମାନେ ଇସ୍ରାଏଲୀୟମାନଙ୍କୁ ଅଧିକରୁ ଅଧିକ ପରିଶ୍ରମ କରାଇଲେ। ସେମାନଙ୍କୁ ଯେତେ ଅଧିକ ପରିଶ୍ରମ କରାଇଲେ, ସେମାନଙ୍କର ସଂଖ୍ୟା ସେହିପରି ଅଧିକ ବ୍ୟାପିଲା। ଏହା ମିଶରୀୟ ଲୋକମାନଙ୍କର ଭୟର କାରଣ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)12 ମାତ୍ର ସେମାନେ ସେମାନଙ୍କୁ ଯେତେ ଅଧିକ କ୍ଳେଶ ଦେଲେ, ସେମାନେ ସେତେ ଅଧିକ ବୃଦ୍ଧି ପାଇଲେ, ପୁଣି ସେତେ ଅଧିକ ବ୍ୟାପି ଗଲେ। ଏହେତୁ ଇସ୍ରାଏଲର ସନ୍ତାନମାନଙ୍କ ନିମନ୍ତେ ସେମାନେ ଅତିଶୟ ଉଦ୍ବିଗ୍ନ ହେଲେ। Viz kapitolaଓଡିଆ ବାଇବେଲ12 ମାତ୍ର ସେମାନେ ସେମାନଙ୍କୁ ଯେତେ ଅଧିକ କ୍ଳେଶ ଦେଲେ, ସେମାନେ ସେତେ ଅଧିକ ବୃଦ୍ଧି ପାଇଲେ, ପୁଣି, ସେତେ ଅଧିକ ବ୍ୟାପି ଗଲେ। ଏହେତୁ ଇସ୍ରାଏଲର ସନ୍ତାନମାନଙ୍କ ନିମନ୍ତେ ସେମାନେ ଅତିଶୟ ଉଦ୍ବିଗ୍ନ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମାତ୍ର ସେମାନେ ସେମାନଙ୍କୁ ଯେତେ ଅଧିକ କ୍ଳେଶ ଦେଲେ, ସେମାନେ ସେତେ ଅଧିକ ବୃଦ୍ଧି ପାଇଲେ, ପୁଣି, ସେତେ ଅଧିକ ବ୍ୟାପିଗଲେ। ଏହେତୁ ଇସ୍ରାଏଲର ସନ୍ତାନମାନଙ୍କ ନିମନ୍ତେ ସେମାନେ ଅତିଶୟ ଉଦ୍ବିଗ୍ନ ହେଲେ। Viz kapitola |