ଯାତ୍ରା ପୁସ୍ତକ 10:10 - ପବିତ୍ର ବାଇବଲ10 ଫାରୋ ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭ ସହିତ ରହିବା ଉଚିତ୍, ଯଦି ମୁଁ ତୁମ୍ଭର ପିଲାମାନଙ୍କୁ ତୁମ୍ଭ ସହିତ ଯିବାକୁ ଦିଏ! ଦେଖ, ତୁମ୍ଭେମାନେ ତୁମ୍ଭ ନିଜ ପାଇଁ ଅସୁବିଧା କରୁଛ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତେବେ ଫାରୋ ସେମାନଙ୍କୁ କହିଲେ, ହେଉ, ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହୁଅନ୍ତୁ, ଆମ୍ଭେ ତ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକମାନଙ୍କୁ ଛାଡ଼ି ଦେବୁ; ସାବଧାନ, ଅମଙ୍ଗଳ ତୁମ୍ଭମାନଙ୍କ ସମ୍ମୁଖରେ ଅଛି। Viz kapitolaଓଡିଆ ବାଇବେଲ10 ତେବେ ଫାରୋ ସେମାନଙ୍କୁ କହିଲେ, “ହେଉ, ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହୁଅନ୍ତୁ, ଆମ୍ଭେ ତ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକମାନଙ୍କୁ ଯିବାକୁ ଦେବୁ; ସାବଧାନ, ଅମଙ୍ଗଳ ତୁମ୍ଭମାନଙ୍କ ସମ୍ମୁଖରେ ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତେବେ ଫାରୋ ସେମାନଙ୍କୁ କହିଲେ, “ହେଉ, ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହୁଅନ୍ତୁ, ଆମ୍ଭେ ତ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକମାନଙ୍କୁ ଯିବାକୁ ଦେବୁ; ସାବଧାନ, ଅମଙ୍ଗଳ ତୁମ୍ଭମାନଙ୍କ ସମ୍ମୁଖରେ ଅଛି। Viz kapitola |