ଯାତ୍ରା ପୁସ୍ତକ 10:21 - ପବିତ୍ର ବାଇବଲ21 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭର ହସ୍ତ ଆକାଶ ଆଡ଼କୁ ଉଠାଅ। ତାହାହେଲେ ମିଶର ଦେଶ ଅନ୍ଧକାରରେ ଆଚ୍ଛାଦିତ ହେବ। ମିଶରୀୟମାନେ ଅନ୍ଧକାରରେ ଦରାଣ୍ଡି ହେବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଆକାଶ ଆଡ଼େ ହସ୍ତ ବିସ୍ତାର କର; ତହିଁରେ ମିସର ଦେଶରେ ଅନ୍ଧକାର ହେବ ଓ ଅନ୍ଧକାର ହେତୁରୁ ଲୋକମାନେ ଦରାଣ୍ତି ହେବେ। Viz kapitolaଓଡିଆ ବାଇବେଲ21 ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆକାଶ ଆଡ଼େ ହସ୍ତ ବିସ୍ତାର କର; ତହିଁରେ ମିସର ଦେଶରେ ଅନ୍ଧକାର ହେବ ଓ ଅନ୍ଧକାର ସକାଶୁ ଲୋକମାନେ ଦରାଣ୍ଡି ହେବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆକାଶ ଆଡ଼େ ହସ୍ତ ବିସ୍ତାର କର; ତହିଁରେ ମିସର ଦେଶରେ ଅନ୍ଧକାର ହେବ ଓ ଅନ୍ଧକାର ସକାଶୁ ଲୋକମାନେ ଦରାଣ୍ଡି ହେବେ।” Viz kapitola |