Online Bible

- Reklamy -




ଯାତ୍ରା ପୁସ୍ତକ 10:26 - ପବିତ୍ର ବାଇବଲ

26 ହଁ, ସଦାପ୍ରଭୁଙ୍କ ଉପାସନା ପାଇଁ ଆମ୍ଭମାନଙ୍କର ପଶୁଗଣଙ୍କୁ ଆମ୍ଭମାନଙ୍କ ସହିତ ନେବୁ। ଏଠାରେ ଗୋଟିଏ ହେଲେ ଖୁରା ହିଁ ରହିବ ନାହିଁ। କାରଣ ଆମ୍ଭମାନଙ୍କ ସଦାପ୍ରଭୁଙ୍କର ଉପାସନା ନିମନ୍ତେ ସେମାନଙ୍କ ମଧ୍ୟରୁ ବଳି ନେବାକୁ ହେବ। କ’ଣ ଦେଇ ସଦାପ୍ରଭୁଙ୍କର ଉପାସନା କରିବାକୁ ହେବ, ତାହା ଆମ୍ଭେମାନେ ସେଠାରେ ଉପସ୍ଥିତ ନ ହେଲେ ଜାଣି ପାରିବୁ ନାହିଁ। ତେଣୁ ଆମ୍ଭମାନଙ୍କର ଯାହାସବୁ ଅଛି ଆମ୍ଭମାନଙ୍କୁ ସେସମସ୍ତ ଦ୍ରବ୍ୟ ସଙ୍ଗରେ ନେଇ ଯିବାକୁ ହେବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ଆମ୍ଭମାନଙ୍କ ପଶୁଗଣ ଆମ୍ଭମାନଙ୍କ ସଙ୍ଗରେ ଯିବେ, ଗୋଟିଏ ଖୁରା ହିଁ ଅବଶିଷ୍ଟ ରହିବ ନାହିଁ; କାରଣ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କ ସେବା ନିମନ୍ତେ ସେମାନଙ୍କ ମଧ୍ୟରୁ ବଳି ନେବାକୁ ହେବ; ପୁଣି କି ଦେଇ ସଦାପ୍ରଭୁଙ୍କର ସେବା କରିବାକୁ ହେବ, ତାହା ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେମାନେ ଜାଣି ପାରିବୁ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

26 ଆମ୍ଭମାନଙ୍କ ପଶୁଗଣ ଆମ୍ଭମାନଙ୍କ ସଙ୍ଗରେ ଯିବେ, ଗୋଟିଏ ଖୁରା ହିଁ ଅବଶିଷ୍ଟ ରହିବ ନାହିଁ; କାରଣ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା ନିମନ୍ତେ ସେମାନଙ୍କ ମଧ୍ୟରୁ ବଳି ନେବାକୁ ହେବ; ପୁଣି, କି ଦେଇ ସଦାପ୍ରଭୁଙ୍କର ସେବା କରିବାକୁ ହେବ, ତାହା ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେମାନେ ଜାଣି ପାରିବୁ ନାହିଁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଆମ୍ଭମାନଙ୍କ ପଶୁଗଣ ଆମ୍ଭମାନଙ୍କ ସଙ୍ଗରେ ଯିବେ, ଗୋଟିଏ ଖୁରା ହିଁ ଅବଶିଷ୍ଟ ରହିବ ନାହିଁ; କାରଣ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା ନିମନ୍ତେ ସେମାନଙ୍କ ମଧ୍ୟରୁ ବଳି ନେବାକୁ ହେବ; ପୁଣି, କି ଦେଇ ସଦାପ୍ରଭୁଙ୍କର ସେବା କରିବାକୁ ହେବ, ତାହା ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେମାନେ ଜାଣି ପାରିବୁ ନାହିଁ।”

Viz kapitola kopírovat




ଯାତ୍ରା ପୁସ୍ତକ 10:26

Následuj nás:

Reklamy


Reklamy