ଯାତ୍ରା ପୁସ୍ତକ 10:7 - ପବିତ୍ର ବାଇବଲ7 ଏହା ପରେ ଫାରୋଙ୍କର କର୍ମଗ୍ଭରୀମାନେ ତାଙ୍କୁ କହିଲେ, “କେତେଦିନ ଯାଏ ଏ ମନୁଷ୍ୟ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ। ସେମାନଙ୍କୁ ଯିବାକୁ ଦିଅ ଏବଂ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କୁ ଉପାସନା କରିବାକୁ ଦିଅ। ତୁମ୍ଭେ ଅନୁଭବ କରୁ ନାହଁ କି ମିଶର ଧ୍ୱଂସ ହେଉଅଛି ବୋଲି?” Viz kapitolaପବିତ୍ର ବାଇବଲ (Re-edited) - (BSI)7 ଅନନ୍ତର ଫାରୋଙ୍କର ଦାସଗଣ ତାଙ୍କୁ କହିଲେ, ଏ ମନୁଷ୍ୟ କେତେ କାଳ ଆମ୍ଭମାନଙ୍କର ଫାନ୍ଦ ସ୍ଵରୂପ ହୋଇଥିବ? ଏହି ଲୋକମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କ ସେବା କରିବା ପାଇଁ ଏମାନଙ୍କୁ ଛାଡ଼ି ଦେଉନ୍ତୁ; ମିସର ଦେଶ ଯେ ନଷ୍ଟ ହେଲାଣି, ଏହା କି ଆପଣ ଏବେ ହେଁ ବୁଝନ୍ତି ନାହିଁ? Viz kapitolaଓଡିଆ ବାଇବେଲ7 ଏଥିଉତ୍ତାରେ ଫାରୋଙ୍କର ଦାସଗଣ ତାଙ୍କୁ କହିଲେ, “ଏ ମନୁଷ୍ୟ କେତେ କାଳ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ ?” ଏହି ଲୋକମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା କରିବା ପାଇଁ ଏମାନଙ୍କୁ ଯିବାକୁ ଦେଉନ୍ତୁ; ମିସର ଦେଶ ଯେ ନଷ୍ଟ ହେଲାଣି, ଏହା କି ଆପଣ ଏବେ ହେଁ ବୁଝନ୍ତି ନାହିଁ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିଉତ୍ତାରେ ଫାରୋଙ୍କର ଦାସଗଣ ତାଙ୍କୁ କହିଲେ, “ଏ ମନୁଷ୍ୟ କେତେ କାଳ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ? ଏହି ଲୋକମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା କରିବା ପାଇଁ ଏମାନଙ୍କୁ ଯିବାକୁ ଦେଉନ୍ତୁ; ମିସର ଦେଶ ଯେ ନଷ୍ଟ ହେଲାଣି, ଏହା କି ଆପଣ ଏବେ ହେଁ ବୁଝନ୍ତି ନାହିଁ?” Viz kapitola |