ଯାତ୍ରା ପୁସ୍ତକ 11:1 - ପବିତ୍ର ବାଇବଲ1 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଆଉ ଏକ ଉତ୍ପାତ ମିଶର ଓ ଫାରୋଙ୍କ ବିରୁଦ୍ଧରେ ଆଣିବା। ଏହା ପରେ ସେ ତୁମ୍ଭକୁ ମିଶରରୁ ବାହାର କରିଦେବ। ଏପରିକି ସେ ତୁମ୍ଭକୁ ବଳପୂର୍ବକ ମିଶରରୁ ତଡ଼ି ଦେବ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ସଦାପ୍ରଭୁ ମୋଶାଙ୍କୁ କହିଲେ, ଆମ୍ଭେ ଫାରୋ ଓ ମିସର ଉପରେ ଆଉ ଏକ ଉତ୍ପାତ ଆଣିବା; ତହିଁ ଉତ୍ତାରେ ସେ ତୁମ୍ଭମାନଙ୍କୁ ଏ ସ୍ଥାନରୁ ଛାଡ଼ି ଦେବ; ପୁଣି ଛାଡ଼ିଦେବା ସମୟରେ ସେ ତୁମ୍ଭମାନଙ୍କୁ ନିତା; ତଡ଼ିଦେବ। Viz kapitolaଓଡିଆ ବାଇବେଲ1 ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଫାରୋ ଓ ମିସର ଉପରେ ଆଉ ଏକ ଉତ୍ପାତ ଆଣିବା; ତହିଁ ଉତ୍ତାରେ ସେ ତୁମ୍ଭମାନଙ୍କୁ ଏ ସ୍ଥାନରୁ ଯିବାକୁ ଦେବ; ପୁଣି, ଯିବାକୁ ଦେବା ସମୟରେ ସେ ତୁମ୍ଭମାନଙ୍କୁ ନିତାନ୍ତ ତଡ଼ି ଦେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଫାରୋ ଓ ମିସର ଉପରେ ଆଉ ଏକ ଉତ୍ପାତ ଆଣିବା; ତହିଁ ଉତ୍ତାରେ ସେ ତୁମ୍ଭମାନଙ୍କୁ ଏ ସ୍ଥାନରୁ ଯିବାକୁ ଦେବ; ପୁଣି, ଯିବାକୁ ଦେବା ସମୟରେ ସେ ତୁମ୍ଭମାନଙ୍କୁ ନିତାନ୍ତ ତଡ଼ି ଦେବ। Viz kapitola |