Online Bible

- Reklamy -




ଯାତ୍ରା ପୁସ୍ତକ 11:4 - ପବିତ୍ର ବାଇବଲ

4 ମୋଶା ଲୋକମାନଙ୍କୁ କହିଲେ, “ସଦାପ୍ରଭୁ କହନ୍ତି, ‘ଦୁଇପ୍ରହର ରାତ୍ରିରେ ମୁଁ ଆଜି ମିଶର ମଧ୍ୟଦେଇ ଗମନ କରିବି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ଅନନ୍ତର ମୋଶା କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଦୁଇପ୍ରହର ରାତ୍ରିରେ ମିସରର ମଧ୍ୟଦେଇ ଗମନ କରିବା।

Viz kapitola kopírovat

ଓଡିଆ ବାଇବେଲ

4 ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଦୁଇପ୍ରହର ରାତ୍ରିରେ ମିସରର ମଧ୍ୟ ଦେଇ ଗମନ କରିବା।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ଦୁଇପ୍ରହର ରାତ୍ରିରେ ମିସରର ମଧ୍ୟଦେଇ ଗମନ କରିବା।

Viz kapitola kopírovat




ଯାତ୍ରା ପୁସ୍ତକ 11:4

Následuj nás:

Reklamy


Reklamy