Online Bible

- Reklamy -




ଯାତ୍ରା ପୁସ୍ତକ 11:7 - ପବିତ୍ର ବାଇବଲ

7 କିନ୍ତୁ ଏପରି କୌଣସି ଇସ୍ରାଏଲୀୟମାନଙ୍କର ହେବ ନାହିଁ। ଏପରିକି ଇସ୍ରାଏଲର ଏକ କୁକୁର କୌଣସି ବ୍ୟକ୍ତି ବା ପଶୁକୁ ଭୁକିବ ନାହିଁ। ଏହିପରି କେହି ଇସ୍ରାଏଲୀୟ ମରିବେ ନାହିଁ।’ ତୁମ୍ଭେ ଜାଣିବ ଯେ, ସଦାପ୍ରଭୁ ଇସ୍ରାଏଲୀୟମାନଙ୍କୁ ଓ ମିଶରୀୟମାନଙ୍କୁ ଭିନ୍ନ ଭାବରେ ବ୍ୟବହାର କରୁଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ମାତ୍ର ସଦାପ୍ରଭୁ ମିସ୍ରୀୟ ଲୋକଙ୍କଠାରୁ ଇସ୍ରାଏଲୀୟ ଲୋକଙ୍କୁ ବିଶେଷ କରନ୍ତି, ଏହା ଯେପରି ତୁମ୍ଭେମାନେ ଜ୍ଞାତ ହେବ, ଏଥିପାଇଁ ଇସ୍ରାଏଲ-ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ କି ପଶୁ ପ୍ରତି ଗୋଟିଏ କୁକ୍କୁର ସୁଦ୍ଧା ଜିହ୍ଵା ପଜାଇବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

7 ମାତ୍ର ସଦାପ୍ରଭୁ ମିସ୍ରୀୟ ଲୋକଙ୍କଠାରୁ ଇସ୍ରାଏଲୀୟ ଲୋକଙ୍କୁ ପ୍ରଭେଦ କରନ୍ତି, ଏହା ଯେପରି ତୁମ୍ଭେମାନେ ଜ୍ଞାତ ହେବ, ଏଥିପାଇଁ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ କି ପଶୁ ପ୍ରତି ଗୋଟିଏ କୁକ୍କୁର ସୁଦ୍ଧା ଜିହ୍ୱା ପଜାଇବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମାତ୍ର ସଦାପ୍ରଭୁ ମିସରୀୟ ଲୋକଙ୍କଠାରୁ ଇସ୍ରାଏଲୀୟ ଲୋକଙ୍କୁ ପ୍ରଭେଦ କରନ୍ତି, ଏହା ଯେପରି ତୁମ୍ଭେମାନେ ଜ୍ଞାତ ହେବ, ଏଥିପାଇଁ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ କି ପଶୁ ପ୍ରତି ଗୋଟିଏ କୁକ୍କୁର ସୁଦ୍ଧା ଜିହ୍ୱା ପଜାଇବ ନାହିଁ।’

Viz kapitola kopírovat




ଯାତ୍ରା ପୁସ୍ତକ 11:7

Následuj nás:

Reklamy


Reklamy