ଯାତ୍ରା ପୁସ୍ତକ 12:11 - ପବିତ୍ର ବାଇବଲ11 “ତୁମ୍ଭେମାନେ ଯେତେବେଳେ ଏହି ମାଂସ ଭୋଜନ କରିବ, ସେତେବେଳେ ତୁମ୍ଭେମାନେ ଉତ୍ତମ ପୋଷାକମାନ ପରିଧାନ କରିବ, ତୁମ୍ଭେମାନେ ଭ୍ରମଣ ପାଇଁ ଯିବା ବେଳେ ଯେଉଁପରି ଭାବରେ ପୋଷାକ ପରିଧାନ କର। ତୁମ୍ଭେ ଜୋତା ପିନ୍ଧିବା ଉଚିତ୍ ଓ ତୁମ୍ଭ ହସ୍ତରେ ତୁମ୍ଭର ଆଶାବାଡ଼ି ରହିବା ଉଚିତ୍। ତୁମ୍ଭେ ଏହାକୁ ଶୀଘ୍ର ଭୋଜନ କରିବ। କାରଣ ଏହା ହେଉଛି ସଦାପ୍ରଭୁଙ୍କର ନିସ୍ତାରପର୍ବ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏହି ପ୍ରକାରେ ତୁମ୍ଭେମାନେ ତାହା ଭୋଜନ କରିବ, ଅର୍ଥାତ୍ କଟି ବନ୍ଧନ କରି ପାଦରେ ପାଦୁକା ଦେଇ ହସ୍ତରେ ଯଷ୍ଟି ଘେନି ଚଞ୍ଚଳ ତାହା ଭୋଜନ କରିବ; ଏହା ସଦାପ୍ରଭୁଙ୍କର ନିସ୍ତାର ପର୍ବ। Viz kapitolaଓଡିଆ ବାଇବେଲ11 ଏହି ପ୍ରକାରେ ତୁମ୍ଭେମାନେ ତାହା ଚଞ୍ଚଳ ଭୋଜନ କରିବ, କାରଣ ତୁମ୍ଭମାନେ କଟି ବନ୍ଧନ କରି ପାଦରେ ପାଦୁକା ଦେଇ ହସ୍ତରେ ଯଷ୍ଟି ଘେନି ଯାତ୍ରା କରିବା ନିମନ୍ତେ ପ୍ରସ୍ତୁତ ହେବ; ଏହା ସଦାପ୍ରଭୁଙ୍କର ନିସ୍ତାର ପର୍ବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏହି ପ୍ରକାରେ ତୁମ୍ଭେମାନେ ତାହା ଚଞ୍ଚଳ ଭୋଜନ କରିବ, କାରଣ ତୁମ୍ଭେମାନେ କଟିବନ୍ଧନ କରି ପାଦରେ ପାଦୁକା ଦେଇ ହସ୍ତରେ ଯଷ୍ଟି ଘେନି ଯାତ୍ରା କରିବା ନିମନ୍ତେ ପ୍ରସ୍ତୁତ ହେବ; ଏହା ସଦାପ୍ରଭୁଙ୍କର ନିସ୍ତାର ପର୍ବ। Viz kapitola |