ଯାତ୍ରା ପୁସ୍ତକ 12:16 - ପବିତ୍ର ବାଇବଲ16 ଏହି ପର୍ବର ପ୍ରଥମ ଦିନ ଓ ଶେଷ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ। ତୁମ୍ଭେମାନେ ସେହି ଦିନ କିଛି କରିବା ଉଚିତ୍ ନୁହେଁ। କେବଳ ତୁମ୍ଭେମାନେ ତୁମ୍ଭମାନଙ୍କର ଖାଦ୍ୟ ପ୍ରସ୍ତୁତ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆଉ ପ୍ରଥମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ପୁଣି ସପ୍ତମ ଦିନରେ ମଧ୍ୟ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ଆଉ ସେହି ଦୁଇ ଦିନରେ ପ୍ରତ୍ୟେକ ପ୍ରାଣୀର ଖାଦ୍ୟର ଆୟୋଜନ ବିନୁ ଆଉ କୌଣସି କର୍ମ କରାଯିବ ନାହିଁ, କେବଳ ସେହି କର୍ମ ତୁମ୍ଭେମାନେ କରି ପାରିବ। Viz kapitolaଓଡିଆ ବାଇବେଲ16 ଆଉ ପ୍ରଥମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ପୁଣି, ସପ୍ତମ ଦିନରେ ମଧ୍ୟ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ଆଉ ସେହି ଦୁଇ ଦିନରେ ପ୍ରତ୍ୟେକ ପ୍ରାଣୀର ଖାଦ୍ୟର ଆୟୋଜନ ବିନୁ ଆଉ କୌଣସି କର୍ମ କରାଯିବ ନାହିଁ, କେବଳ ସେହି କର୍ମ ତୁମ୍ଭେମାନେ କରି ପାରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ ପ୍ରଥମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ପୁଣି, ସପ୍ତମ ଦିନରେ ମଧ୍ୟ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ଆଉ ସେହି ଦୁଇ ଦିନରେ ପ୍ରତ୍ୟେକ ପ୍ରାଣୀର ଖାଦ୍ୟର ଆୟୋଜନ ବିନୁ ଆଉ କୌଣସି କର୍ମ କରାଯିବ ନାହିଁ, କେବଳ ସେହି କର୍ମ ତୁମ୍ଭେମାନେ କରି ପାରିବ। Viz kapitola |