ଯାତ୍ରା ପୁସ୍ତକ 12:17 - ପବିତ୍ର ବାଇବଲ17 ଏହି ପ୍ରକାରରେ ତୁମ୍ଭେମାନ ତାଡ଼ିଶୂନ୍ୟ ରୋଟୀର ପର୍ବ ପ୍ରତି ବର୍ଷ ପାଳନ କରିବ। କାରଣ ସେହି ଦିନରେ ହିଁ ମୁଁ ତୁମ୍ଭମାନଙ୍କୁ ମିଶରରୁ ଦଳବଦ୍ଧ କରି ବାହାର କରି ଆଣିବା। ଏଣୁ ତୁମ୍ଭମାନଙ୍କର ବଂଶଧର ଅନନ୍ତକାଳୀନ ବ୍ୟବସ୍ଥାରେ ମୋ’ ପାଇଁ ଏହି ଦିନ ପାଳନ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏହି ପ୍ରକାରେ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀର ପର୍ବ ପାଳନ କରିବ, କାରଣ ସେହି ଦିନରେ ହିଁ ଆମ୍ଭେ ତୁମ୍ଭମାନଙ୍କର ସୈନ୍ୟମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା; ଏଣୁ ତୁମ୍ଭେମାନେ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ଦିନ ପାଳନ କରିବ। Viz kapitolaଓଡିଆ ବାଇବେଲ17 ଏହି ପ୍ରକାରେ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କରିବ, କାରଣ ସେହି ଦିନରେ ହିଁ ଆମ୍ଭେ ତୁମ୍ଭମାନଙ୍କର ସୈନ୍ୟମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା; ଏଣୁ ତୁମ୍ଭେମାନେ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ଦିନ ପାଳନ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏହି ପ୍ରକାରେ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କରିବ, କାରଣ ସେହି ଦିନରେ ହିଁ ଆମ୍ଭେ ତୁମ୍ଭମାନଙ୍କର ସୈନ୍ୟମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା; ଏଣୁ ତୁମ୍ଭେମାନେ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ଦିନ ପାଳନ କରିବ। Viz kapitola |