ଯାତ୍ରା ପୁସ୍ତକ 12:24 - ପବିତ୍ର ବାଇବଲ24 ତୁମ୍ଭମାନଙ୍କୁ ଏହି ଆଜ୍ଞା ମାନିବାକୁ ହେବ। ଏହି ବ୍ୟବସ୍ଥା ତୁମ୍ଭମାନଙ୍କ ପାଇଁ ଓ ତୁମ୍ଭମାନଙ୍କର ଭବିଷ୍ୟଦ୍ ବଂଶଧରମାନଙ୍କ ପାଇଁ। ତୁମ୍ଭର ଭବିଷ୍ୟଦ୍ ବଂଶଧରମାନେ ସବୁଦିନ ପାଇଁ ପାଳନ କରିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)24 ପୁଣି ତୁମ୍ଭେମାନେ ଓ ଯୁଗାନୁକ୍ରମେ ତୁମ୍ଭମାନଙ୍କ ସନ୍ତାନମାନେ ବିଧିମତେ ଏହି ରୀତି ପାଳନ କରିବ। Viz kapitolaଓଡିଆ ବାଇବେଲ24 ପୁଣି, ତୁମ୍ଭେମାନେ ଓ ଯୁଗାନୁକ୍ରମେ ତୁମ୍ଭମାନଙ୍କ ସନ୍ତାନମାନେ ବିଧିମତେ ଏହି ରୀତି ପାଳନ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ତୁମ୍ଭେମାନେ ଓ ଯୁଗାନୁକ୍ରମେ ତୁମ୍ଭମାନଙ୍କ ସନ୍ତାନମାନେ ବିଧିମତେ ଏହି ରୀତି ପାଳନ କରିବ। Viz kapitola |