ଯାତ୍ରା ପୁସ୍ତକ 12:48 - ପବିତ୍ର ବାଇବଲ48 ଯଦି କୌଣସି ବିଦେଶି ତୁମ୍ଭମାନଙ୍କ ସହିତ ବାସ କରୁଥାଏ ଏବଂ ଯଦି ସେ ଗ୍ଭହିଁବ ନିସ୍ତାରପର୍ବରେ ଭାଗନେବା ପାଇଁ ତେବେ ତାକୁ ସୁନ୍ନତ ହେବାକୁ ପଡ଼ିବ। ତା'ପରେ ସେ ଇସ୍ରାଏଲୀୟମାନଙ୍କ ସହିତ ସମାନ ହେବ। ଏହା ପରେ ସେ ତୁମ୍ଭ ସହିତ ଭୋଜନ କରି ପାରିବ। ଯଦି ଜଣେ ସୁନ୍ନତ ହୋଇ ନ ଥିବ ତେବେ ସେ ନିସ୍ତାରପର୍ବ ପାଳନ କରି ପାରିବ ନାହିଁ କି ନିସ୍ତାର ଖାଦ୍ୟ ଖାଇ ପାରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)48 ପୁଣି ତୁମ୍ଭ ସଙ୍ଗରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯେବେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ପାଳନ କରିବାକୁ ଚାହେଁ, ତେବେ ତାହାର ପରିବାରର ସମସ୍ତ ପୁରୁଷ ସୁନ୍ନତ ହେଉନ୍ତୁ, ତହିଁ ଉତ୍ତାରୁ ସେ ନିକଟକୁ ଆସି ପର୍ବ ପାଳନ କରୁ; ତହିଁରେ ସେ ଦେଶଜାତ ଲୋକ ତୁଲ୍ୟ ହେବ; ମାତ୍ର କୌଣସି ଅସୁନ୍ନତ ଲୋକ ତାହା ଭୋଜନ କରିବ ନାହିଁ। Viz kapitolaଓଡିଆ ବାଇବେଲ48 ପୁଣି, ତୁମ୍ଭ ସଙ୍ଗରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ସଦାପ୍ରଭୁଙ୍କର ନିସ୍ତାର ପର୍ବ ପାଳନ କରିବାକୁ ଚାହେଁ, ତେବେ ତାହାର ପରିବାରର ସମସ୍ତ ପୁରୁଷ ସୁନ୍ନତ ହେଉନ୍ତୁ, ତହିଁ ଉତ୍ତାରୁ ସେ ନିକଟକୁ ଆସି ପର୍ବ ପାଳନ କରୁ; ତହିଁରେ ସେ ଦେଶଜାତ ଲୋକ ତୁଲ୍ୟ ହେବ; ମାତ୍ର କୌଣସି ଅସୁନ୍ନତ ଲୋକ ତାହା ଭୋଜନ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 ପୁଣି, ତୁମ୍ଭ ସଙ୍ଗରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ସଦାପ୍ରଭୁଙ୍କର ନିସ୍ତାର ପର୍ବ ପାଳନ କରିବାକୁ ଚାହେଁ, ତେବେ ତାହାର ପରିବାରର ସମସ୍ତ ପୁରୁଷ ସୁନ୍ନତ ହେଉନ୍ତୁ, ତହିଁ ଉତ୍ତାରେ ସେ ନିକଟକୁ ଆସି ପର୍ବ ପାଳନ କରୁ; ତହିଁରେ ସେ ଦେଶଜାତ ଲୋକ ତୁଲ୍ୟ ହେବ; ମାତ୍ର କୌଣସି ଅସୁନ୍ନତ ଲୋକ ତାହା ଭୋଜନ କରିବ ନାହିଁ। Viz kapitola |