ଯାତ୍ରା ପୁସ୍ତକ 12:49 - ପବିତ୍ର ବାଇବଲ49 ଏହି ନିୟମ ସମସ୍ତଙ୍କ ପାଇଁ ପ୍ରଜୁଜ୍ୟ, ଏହା କେବଳ ଅଣଇସ୍ରାଏଲୀୟ ପାଇଁ ନୁହେଁ, ଏହା ସମସ୍ତଙ୍କ ପାଇଁ ଲାଗୁ ହେବ। ଏହି ନିୟମ ସମସ୍ତଙ୍କ ପାଇଁ ଯେଉଁମାନେ ତୁମ୍ଭ ଦେଶରେ ବାସ କରୁଥିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)49 ଆଉ ଦେଶଜାତ ଲୋକ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ଲୋକ ପ୍ରତି ଗୋଟିଏ ବିଧି ହେବ। Viz kapitolaଓଡିଆ ବାଇବେଲ49 ଆଉ ଦେଶଜାତ ଲୋକ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ଲୋକ ପ୍ରତି ଗୋଟିଏ ବିଧି ହେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 ଆଉ ଦେଶଜାତ ଲୋକ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ଲୋକ ପ୍ରତି ଗୋଟିଏ ବିଧି ହେବ।” Viz kapitola |