ଯାତ୍ରା ପୁସ୍ତକ 12:51 - ପବିତ୍ର ବାଇବଲ51 ତେଣୁ ଠିକ୍ ସେହି ଦିନ, ସଦାପ୍ରଭୁ ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ମିଶରରୁ ଆଗେଇ ନେଲେ। ସୈନ୍ୟ ଶ୍ରେଣୀବଦ୍ଧ ଲୋକମାନେ ମିଶର ପରିତ୍ୟାଗ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)51 ଏହି ପ୍ରକାରେ ସଦାପ୍ରଭୁ ସେହି ଦିନ ସୈନ୍ୟ-ଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିଲେ। Viz kapitolaଓଡିଆ ବାଇବେଲ51 ଏହି ପ୍ରକାରେ ସଦାପ୍ରଭୁ ସେହି ଦିନ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT51 ଏହି ପ୍ରକାରେ ସଦାପ୍ରଭୁ ସେହି ଦିନ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିଲେ। Viz kapitola |