Online Bible

- Reklamy -




ଯାତ୍ରା ପୁସ୍ତକ 12:6 - ପବିତ୍ର ବାଇବଲ

6 ତୁମ୍ଭମାନଙ୍କୁ ସେହି ମେଷ ଶାବକକୁ ମାସର ଚତୁର୍ଦ୍ଦଶ ଦିନଯାଏ ନଜରରେ ରଖିବାକୁ ହେବ। ସେହି ଦିନ ଇସ୍ରାଏଲର ସମସ୍ତ ଲୋକମାନେ ସୂର୍ଯ୍ୟାସ୍ତ ପରେ ସନ୍ଧ୍ୟା ପୂର୍ବରୁ ଏମାନଙ୍କୁ ହତ୍ୟା କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ସେହି ମାସର ଚତୁର୍ଦ୍ଦଶ ଦିନଯାଏ ତାକୁ ବନ୍ଦ କରି ରଖିବ; ଅନନ୍ତର ଇସ୍ରାଏଲ-ମଣ୍ତଳୀର ସମସ୍ତ ସମାଜ ସନ୍ଧ୍ୟାକାଳରେ ସେହି ଶାବକକୁ ବଧ କରିବେ।

Viz kapitola kopírovat

ଓଡିଆ ବାଇବେଲ

6 ସେହି ମାସର ଚତୁର୍ଦ୍ଦଶ ଦିନଯାଏ ତାକୁ ବନ୍ଦ କରି ରଖିବ; ଏଥିଉତ୍ତାରେ ଇସ୍ରାଏଲ-ମଣ୍ଡଳୀର ସମସ୍ତ ସମାଜ ସନ୍ଧ୍ୟାକାଳରେ ସେହି ଶାବକକୁ ବଧ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେହି ମାସର ଚତୁର୍ଦ୍ଦଶ ଦିନ ଯାଏ ତାକୁ ବନ୍ଦ କରି ରଖିବ; ଏଥିଉତ୍ତାରେ ଇସ୍ରାଏଲ-ମଣ୍ଡଳୀର ସମସ୍ତ ସମାଜ ସନ୍ଧ୍ୟାକାଳରେ ସେହି ଶାବକକୁ ବଧ କରିବେ।

Viz kapitola kopírovat




ଯାତ୍ରା ପୁସ୍ତକ 12:6

Následuj nás:

Reklamy


Reklamy