ଯାତ୍ରା ପୁସ୍ତକ 12:8 - ପବିତ୍ର ବାଇବଲ8 “ସେହି ରାତ୍ରିରେ, ତୁମ୍ଭେ ତା'ର ମାଂସକୁ ଅଗ୍ନିରେ ଦଗ୍ଧ କରି ତାଡ଼ି ଶୂନ୍ୟ ରୋଟୀ ଓ ତିକ୍ତ ଶାକ ସହିତ ତାହା ଭୋଜନ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆଉ ସେହି ରାତ୍ରିରେ ତାହାର ମାଂସ ଭୋଜନ କରିବେ; ଅଗ୍ନିରେ ଦଗ୍ଧ କରି ତାଡ଼ିଶୂନ୍ୟ ରୋଟୀ ଓ ପିତା ଶାକ ସହିତ ତାହା ଭୋଜନ କରିବେ। Viz kapitolaଓଡିଆ ବାଇବେଲ8 ଆଉ ସେହି ରାତ୍ରିରେ ତାହାର ମାଂସ ଭୋଜନ କରିବେ; ଅଗ୍ନିରେ ଦଗ୍ଧ କରି ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ ସେହି ରାତ୍ରିରେ ତାହାର ମାଂସ ଭୋଜନ କରିବେ; ଅଗ୍ନିରେ ଦଗ୍ଧ କରି ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ। Viz kapitola |